Biblia Todo Logo
Bib sou entènèt

- Piblisite -




ହିତୋପଦେଶ 24:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ହେ ମୋହର ପୁତ୍ର, ତୁମ୍ଭେ ମଧୁ ଖାଅ, ଯେହେତୁ ତାହା ଭଲ; ପୁଣି, ମଧୁଚାକ ଖାଅ, ଯେହେତୁ ତାହା ତୁମ୍ଭ ତୁଣ୍ଡକୁ ସୁସ୍ୱାଦୁ ଲାଗିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ହେ ମୋହର ପୁତ୍ର, ତୁମ୍ଭେ ମଧୁ ଖାଅ, ଯେହେତୁ ତାହା ଭଲ; ପୁଣି, ମଧୁଚାକ ଖାଅ, ଯେହେତୁ ତାହା ତୁମ୍ଭ ତୁଣ୍ତକୁ ସୁସ୍ଵାଦୁ ଲାଗିବ।

Gade chapit la Kopi

ଓଡିଆ ବାଇବେଲ

13 ହେ ମୋହର ପୁତ୍ର, ତୁମ୍ଭେ ମଧୁ ଖାଅ, ଯେହେତୁ ତାହା ଭଲ; ପୁଣି, ମଧୁଚାକ ଖାଅ, ଯେହେତୁ ତାହା ତୁମ୍ଭ ତୁଣ୍ଡକୁ ସୁସ୍ୱାଦୁ ଲାଗିବ।

Gade chapit la Kopi

ପବିତ୍ର ବାଇବଲ

13 ହେ ମୋର ପୁତ୍ର, ତୁମ୍ଭେ ମହୁ ଖାଅ। ଯେହେତୁ ତାହା ଭଲ। ତୁମ୍ଭେ ମଧୁ ଗ୍ଭଖି ଖାଅ, ଯେହେତୁ ତାହା ତୁମ୍ଭକୁ ସୁସ୍ୱାଦୁ ଲାଗିବ।

Gade chapit la Kopi




ହିତୋପଦେଶ 24:13
12 Referans Kwoze  

ମନ୍ଦକୁ ଅଗ୍ରାହ୍ୟ ଓ ଭଲକୁ ମନୋନୀତ କରିବାର ଜାଣିବା ବେଳେ ସେ ଦହି ଓ ମଧୁ ଖାଇବ।


ହେ ମୋହର ପ୍ରିୟେ, ମୋହର କନ୍ୟା, ମୁଁ ଆପଣା ଉଦ୍ୟାନକୁ ଆସିଅଛି; ମୁଁ ଆପଣା ଗନ୍ଧରସ ଓ ସୁଗନ୍ଧି ଦ୍ରବ୍ୟ ସଂଗ୍ରହ କରିଅଛି; ମୁଁ ଆପଣା ମଧୁଚାକ ଓ ମଧୁ ଭୋଜନ କରିଅଛି; ମୁଁ ଆପଣା ଦ୍ରାକ୍ଷାରସ ଓ ଦୁଗ୍ଧ ପାନ କରିଅଛି। ହେ ବନ୍ଧୁଗଣ, ଭୋଜନ କର; ହେ ପ୍ରିୟତମଗଣ, ପାନ କର, ହଁ, ଯଥେଷ୍ଟ ପାନ କର।


ତୁମ୍ଭେ କି ମଧୁ ପାଇଅଛ? ତୁମ୍ଭର ଯେତିକି ଯଥେଷ୍ଟ, ସେତିକି ଖାଅ; ବହୁତ ଖାଇଲେ ତୁମ୍ଭେ ତାହା ଉଦ୍ଗାର କରି ପକାଇବ।


ହେ ମୋହର କନ୍ୟା, ତୁମ୍ଭ ଓଷ୍ଠାଧରରୁ ମଧୁଚାକ ପରି ଟୋପା ଟୋପା କ୍ଷରେ; ମଧୁ ଓ ଦୁଗ୍ଧ ତୁମ୍ଭ ଜିହ୍ୱା ତଳେ ଥାଏ; ତୁମ୍ଭ ବସ୍ତ୍ରର ସୁଗନ୍ଧ ଲିବାନୋନର ସୁଗନ୍ଧ ତୁଲ୍ୟ।


ମୋʼ ତୁଣ୍ଡକୁ ତୁମ୍ଭ ବାକ୍ୟ କିପରି ମଧୁର! ହଁ, ମୋʼ ମୁଖକୁ ତାହା ମଧୁ ଅପେକ୍ଷା ମଧୁର!


ତାହାସବୁ ସୁବର୍ଣ୍ଣ ଓ ପ୍ରଚୁର ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ବାଞ୍ଛନୀୟ; ଆଉ, ମଧୁ ଓ ମଧୁଚାକଠାରୁ ସୁମିଷ୍ଟ।


ସେହି ଯୋହନ ଓଟ ଲୋମର ବସ୍ତ୍ର ପିନ୍ଧୁଥିଲେ ଓ ଆପଣା ଅଣ୍ଟାରେ ଚର୍ମପଟୁକା ବାନ୍ଧୁଥିଲେ, ପୁଣି, ତାହାଙ୍କ ଖାଦ୍ୟ ପଙ୍ଗପାଳ (କ୍ୟାରବ ବୃକ୍ଷର ଫଳ) ଓ ବନମଧୁ ଥିଲା।


ବହୁତ ମହୁ ଖାଇବାର ଯେପରି ଭଲ ନୁହେଁ, ସେପରି ମନୁଷ୍ୟମାନେ ଆପଣା ଗୌରବ ଅନୁସନ୍ଧାନ କରିବାର ଗୌରବ ନୁହେଁ।


ମନୋହର ଭାଷା ମଧୁଚାକ ସଦୃଶ, ତାହା ମନକୁ ସୁମିଷ୍ଟ, ଅସ୍ଥିକୁ ସ୍ୱାସ୍ଥ୍ୟ।


ତୃପ୍ତ ପ୍ରାଣୀ ମହୁଚାକକୁ ଘୃଣା କରେ; ମାତ୍ର କ୍ଷୁଧାର୍ତ୍ତ ପ୍ରାଣୀକୁ ତିକ୍ତ ଦ୍ରବ୍ୟସବୁ ମିଷ୍ଟ।


ତେଣୁ ସେ ହାତରେ କିଛି ନେଇ ତାହା ଖାଇ ଖାଇ ଆପଣା ପିତାମାତାଙ୍କ ନିକଟକୁ ଗଲା ଓ ସେ ସେମାନଙ୍କୁ ଦିଅନ୍ତେ, ସେମାନେ ଖାଇଲେ। ମାତ୍ର ସେ ଯେ ସିଂହ ଦେହରୁ ସେହି ମହୁ ନେଇଥିଲା, ଏହା ସେମାନଙ୍କୁ ଜଣାଇଲା ନାହିଁ।


ମାତ୍ର ଯୋନାଥନ ଆପଣା ପିତା ଲୋକମାନଙ୍କୁ ଶପଥ କରାଇବା ବେଳେ ଶୁଣି ନ ଥିଲା; ଏହେତୁ ସେ ଆପଣା ହସ୍ତସ୍ଥିତ ଯଷ୍ଟିର ଅଗ୍ରଭାଗ ବଢ଼ାଇ ମହୁଚାକରେ ବୁଡ଼ାଇଲା ଓ ମୁଖକୁ ହସ୍ତ ନେଲା; ତହିଁରେ ତାହାର ଚକ୍ଷୁ ସତେଜ ହେଲା।


Swiv nou:

Piblisite


Piblisite