Biblia Todo Logo
Bib sou entènèt

- Piblisite -




ହିତୋପଦେଶ 24:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ହେ ମୋହର ପୁତ୍ର, ସଦାପ୍ରଭୁଙ୍କୁ ଓ ରାଜାଙ୍କୁ ଭୟ କର, ପୁଣି, ଚଞ୍ଚଳମତିମାନଙ୍କ ସଙ୍ଗରେ ଲିପ୍ତ ହୁଅ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ହେ ମୋହର ପୁତ୍ର, ସଦାପ୍ରଭୁଙ୍କୁ ଓ ରାଜାଙ୍କୁ ଭୟ କର, ପୁଣି ଚଞ୍ଚଳମତିମାନଙ୍କ ସଙ୍ଗରେ ଲିପ୍ତ ହୁଅ ନାହିଁ।

Gade chapit la Kopi

ଓଡିଆ ବାଇବେଲ

21 ହେ ମୋହର ପୁତ୍ର, ସଦାପ୍ରଭୁଙ୍କୁ ଓ ରାଜାଙ୍କୁ ଭୟ କର, ପୁଣି, ଚଞ୍ଚଳମତିମାନଙ୍କ ସଙ୍ଗରେ ଲିପ୍ତ ହୁଅ ନାହିଁ।

Gade chapit la Kopi

ପବିତ୍ର ବାଇବଲ

21 ହେ ମୋର ପୁତ୍ର, ସଦାପ୍ରଭୁଙ୍କୁ ଓ ରାଜାଙ୍କୁ ଭୟ କର। ସେହି ଲୋକମାନଙ୍କ ସହିତ ଜଡ଼ିତ ହୁଅ ନାହିଁ। ଯେଉଁମାନେ ସେମାନଙ୍କର ବିପକ୍ଷରେ ଅଛନ୍ତି।

Gade chapit la Kopi




ହିତୋପଦେଶ 24:21
16 Referans Kwoze  

ଶାସନକର୍ତ୍ତା ଏବଂ ତାହାର ଅଧିକାରୀମାନଙ୍କର ବଶୀଭୂତ ଓ ବାଧ୍ୟ ହେବାକୁ ପୁଣି, ସମସ୍ତ ପ୍ରକାର ସତ୍କର୍ମ କରିବା ନିମନ୍ତେ ପ୍ରସ୍ତୁତ ହେବାକୁ,


ଯେତେବେଳେ ସମଗ୍ର ଇସ୍ରାଏଲ ଦେଖିଲେ ଯେ, ରାଜା ସେମାନଙ୍କ କଥା ଶୁଣିଲେ ନାହିଁ, ସେତେବେଳେ ଲୋକମାନେ ରାଜାଙ୍କୁ ଉତ୍ତର କରି କହିଲେ, “ଦାଉଦଙ୍କଠାରେ ଆମ୍ଭମାନଙ୍କର କି ଅଂଶ ଅଛି? ଏଣିକି ଯିଶୀର ପୁତ୍ରଠାରେ; ଆମ୍ଭମାନଙ୍କର ଅଧିକାର ନାହିଁ; ହେ ଇସ୍ରାଏଲ, ଆପଣା ଆପଣା ତମ୍ବୁକୁ ଯାଅ; ହେ ଦାଉଦ, ତୁମ୍ଭେ ଏବେ ଆପଣା ଘର କଥା ବୁଝ। ତହୁଁ ଇସ୍ରାଏଲୀୟମାନେ ଆପଣା ଆପଣା ତମ୍ବୁକୁ ଚାଲିଗଲେ।”


ସେମାନେ କହିଲେ, କାଇସରଙ୍କର। ସେଥିରେ ସେ ସେମାନଙ୍କୁ କହିଲେ, “ତେବେ କାଇସର ସମ୍ରାଟଙ୍କର ଯାହା, ତାହା କାଇସରଙ୍କୁ ଦିଅ; ପୁଣି, ଈଶ୍ବରଙ୍କର ଯାହା, ତାହା ଈଶ୍ବରଙ୍କୁ ଦିଅ।”


ସଦାପ୍ରଭୁ ମିସରୀୟମାନଙ୍କ ବିରୁଦ୍ଧରେ ଏହି ଯେଉଁ ମହତ୍ କର୍ମ କଲେ, ତାହା ଇସ୍ରାଏଲ ଦେଖିଲେ; ତହିଁରେ ଲୋକମାନେ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କଠାରେ ଓ ତାହାଙ୍କ ଦାସ ମୋଶାଙ୍କଠାରେ ବିଶ୍ୱାସ କଲେ।


ଏଣୁ ସେ ଆପଣା ଲୋକମାନଙ୍କୁ କହିଲେ, “ମୁଁ ଯେ ସଦାପ୍ରଭୁଙ୍କ ଅଭିଷିକ୍ତ ମୋର ପ୍ରଭୁଙ୍କ ପ୍ରତିକୂଳରେ ହାତ ଉଠାଇବି, ସଦାପ୍ରଭୁ ଏହା କରିବାକୁ ମୋତେ ନ ଦେଉନ୍ତୁ; କାରଣ ସେ ସଦାପ୍ରଭୁଙ୍କ ଅଭିଷିକ୍ତ।”


ଦେଶସାରା ଯୁଦ୍ଧ ବ୍ୟାପିଗଲା; ପୁଣି ସେହି ଦିନ ଖଡ୍ଗ ଗ୍ରାସ କରିବା ଅପେକ୍ଷା ବନ ଅଧିକ ଲୋକକୁ ଗ୍ରାସ କଲା।


ଏଥିରେ ଅଦୋନୀୟର ନିମନ୍ତ୍ରିତ ଲୋକ ସମସ୍ତେ ଭୀତ ହେଲେ, ପୁଣି, ଉଠି ପ୍ରତ୍ୟେକେ ଆପଣା ଆପଣା ବାଟରେ ଚାଲିଗଲେ।


ଦୁର୍ଜ୍ଜନ କେବଳ ବିଦ୍ରୋହ ଖୋଜେ, ଏଣୁ ତାହା ବିରୁଦ୍ଧରେ ନିଷ୍ଠୁର ଦୂତ ପଠାଯିବ।


ତୁମ୍ଭ ମନ ପାପୀଗଣକୁ ଈର୍ଷା ନ କରୁ, ପୁଣି, ତୁମ୍ଭେ ସମସ୍ତ ଦିନ ସଦାପ୍ରଭୁଙ୍କ ପ୍ରତି ଭୟରେ ଥାଅ।


Swiv nou:

Piblisite


Piblisite