Biblia Todo Logo
Bib sou entènèt

- Piblisite -




ହିତୋପଦେଶ 24:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଯେଉଁ ଲୋକ ମନ୍ଦ କରିବାକୁ ଚିନ୍ତା କରେ, ଲୋକମାନେ ତାହାକୁ କୁସନ୍ଧାନୀ ବୋଲି କହିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଯେଉଁ ଲୋକ ମନ୍ଦ କରିବାକୁ ଚିନ୍ତା କରେ, ଲୋକମାନେ ତାହାକୁ କୁସନ୍ଧାନୀ ବୋଲି କହିବେ।

Gade chapit la Kopi

ଓଡିଆ ବାଇବେଲ

8 ଯେଉଁ ଲୋକ ମନ୍ଦ କରିବାକୁ ଚିନ୍ତା କରେ, ଲୋକମାନେ ତାହାକୁ କୁସନ୍ଧାନୀ ବୋଲି କହିବେ।

Gade chapit la Kopi

ପବିତ୍ର ବାଇବଲ

8 ଯେଉଁ ଲୋକମାନେ ମନ୍ଦକାର୍ଯ୍ୟ କରିବାକୁ ଯୋଜନା କରନ୍ତି, ଲୋକମାନେ ସେମାନଙ୍କୁ କୁସନ୍ଧାନୀ ବୋଲି କହିବେ। ଏବଂ ସେମାନେ ତୁମ୍ଭମାନଙ୍କର କଥା ଶୁଣିବେ ନାହିଁ।

Gade chapit la Kopi




ହିତୋପଦେଶ 24:8
12 Referans Kwoze  

କାରଣ ସେମାନେ ତୁମ୍ଭ ବିରୁଦ୍ଧରେ ଅନିଷ୍ଟ ଚିନ୍ତା କଲେ; ସେମାନେ ଏକ କୌଶଳ କଳ୍ପନା କଲେ, ତାହା ସେମାନେ ସିଦ୍ଧ କରିପାରନ୍ତି ନାହିଁ।


ସେମାନେ ଚୁଗୁଲିଆ, ନିନ୍ଦକ, ଈଶ୍ବରଙ୍କ ଘୃଣ୍ୟ, ଅତ୍ୟାଚାରୀ, ଦାମ୍ଭିକ, ଅହଙ୍କାରୀ, ଦୁଷ୍ଟକର୍ମର ଉତ୍ପାଦକ,


ଅନିଷ୍ଟ ଚିନ୍ତାକାରୀଗଣ କʼଣ ଭ୍ରାନ୍ତ ହୁଅନ୍ତି ନାହିଁ? ମାତ୍ର ମଙ୍ଗଳ ଚିନ୍ତାକାରୀଗଣ ପ୍ରତି ଦୟା ଓ ସତ୍ୟତା ବର୍ତ୍ତେ।


ଅନିଷ୍ଟ ଚିନ୍ତକ ଅନ୍ତଃକରଣ, କୁକର୍ମ କରିବାକୁ ବେଗଗାମୀ ଚରଣ;


ତାହାର ଅନ୍ତଃକରଣରେ କୁଟିଳତା ଥାଏ, ସେ ସର୍ବଦା ଅନିଷ୍ଟ ଚିନ୍ତା କରେ; ସେ କଳିର ବୀଜ ବୁଣେ।


ସଦାପ୍ରଭୁଙ୍କ ବିରୁଦ୍ଧରେ ଯେ କୁସଂକଳ୍ପ କରେ, ଯେ ଦୁଷ୍କ୍ରିୟା କରିବାକୁ ପରାମର୍ଶ ଦିଏ, ଏପରି ଏକ ଜଣ ତୁମ୍ଭ ମଧ୍ୟରୁ ବାହାର ହୋଇ ଯାଇଅଛି।


ଆହୁରି, ଖଳ ଲୋକର ଉପାୟସବୁ ମନ୍ଦ; ସେ ନମ୍ର ଲୋକକୁ, ଅର୍ଥାତ୍‍, ଯଥାର୍ଥ କଥା କହିବା ବେଳେ ଦୀନହୀନକୁ ମିଥ୍ୟା କଥା ଦ୍ୱାରା ନାଶ କରିବା ପାଇଁ କୁସଂକଳ୍ପ କଳ୍ପନା କରେ।


ଅଜ୍ଞାନର ସଂକଳ୍ପ ପାପଯୁକ୍ତ; ପୁଣି, ନିନ୍ଦକ ମନୁଷ୍ୟମାନଙ୍କ ନିକଟରେ ଘୃଣିତ।


କାରଣ ସେମାନଙ୍କ ଅନ୍ତଃକରଣ ଦୌରାତ୍ମ୍ୟ କଳ୍ପନା କରେ, ପୁଣି, ସେମାନଙ୍କ ଓଷ୍ଠ ଅନିଷ୍ଟ କଥା କହେ।


ରାଜା ଆହୁରି ଶିମୀୟିକୁ କହିଲେ, “ମୋହର ପିତା ଦାଉଦଙ୍କ ପ୍ରତି ତୁମ୍ଭର କୃତ ଯେସକଳ ଦୁଷ୍ଟତା ବିଷୟ ତୁମ୍ଭ ମନ ପ୍ରମାଣ ଦିଏ, ତାହା ତୁମ୍ଭେ ଜାଣୁଅଛ; ଏହେତୁ ସଦାପ୍ରଭୁ ତୁମ୍ଭ ଦୁଷ୍ଟତା ତୁମ୍ଭ ନିଜ ମସ୍ତକରେ ବର୍ତ୍ତାଇବେ।


Swiv nou:

Piblisite


Piblisite