ହିତୋପଦେଶ 26:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଆପଣା ପ୍ରତିବାସୀକୁ ଯେଉଁ ଲୋକ ଭୁଲାଇ କହେ, “ମୁଁ କʼଣ କୌତୁକ କରୁ ନାହିଁ?” ସେ ସେପରି। Gade chapit laପବିତ୍ର ବାଇବଲ (Re-edited) - (BSI)19 ଆପଣା ପ୍ରତିବାସୀକି ଯେଉଁ ଲୋକ ଭୁଲାଇ କହେ, ମୁଁ କʼଣ କୌତୁକ କରୁ ନାହିଁ? ସେ ସେପରି। Gade chapit laଓଡିଆ ବାଇବେଲ19 ଆପଣା ପ୍ରତିବାସୀକୁ ଯେଉଁ ଲୋକ ଭୁଲାଇ କହେ, ମୁଁ କ’ଣ କୌତୁକ କରୁ ନାହିଁ ? ସେ ସେପରି। Gade chapit la |