ହିତୋପଦେଶ 26:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ମୂର୍ଖକୁ ତାହାର ଅଜ୍ଞାନତାନୁସାରେ ଉତ୍ତର ଦିଅ ନାହିଁ, ଦେଲେ ତୁମ୍ଭେ ମଧ୍ୟ ତାହାର ସମାନ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)4 ମୂର୍ଖକୁ ତାହାର ଅଜ୍ଞାନତାନୁସାରେ ଉତ୍ତର ଦିଅ ନାହିଁ, ଦେଲେ ତୁମ୍ଭେ ମଧ୍ୟ ତାହାର ସମାନ ହେବ। Gade chapit laଓଡିଆ ବାଇବେଲ4 ମୂର୍ଖକୁ ତାହାର ଅଜ୍ଞାନତାନୁସାରେ ଉତ୍ତର ଦିଅ ନାହିଁ, ଦେଲେ ତୁମ୍ଭେ ମଧ୍ୟ ତାହାର ସମାନ ହେବ। Gade chapit laପବିତ୍ର ବାଇବଲ4 ମୂର୍ଖକୁ ତା'ର ଅଜ୍ଞାନତା ଅନୁସାରେ ଉତ୍ତର ଦିଅ ନାହିଁ। ତୁମ୍ଭେ ଯଦି ଏପରି ଉତ୍ତର ଦିଅ, ତେବେ ତୁମ୍ଭେ ମଧ୍ୟ ତାହାର ତୁଲ୍ୟ ହେବ। Gade chapit la |
ଯେତେବେଳେ ସମଗ୍ର ଇସ୍ରାଏଲ ଦେଖିଲେ ଯେ, ରାଜା ସେମାନଙ୍କ କଥା ଶୁଣିଲେ ନାହିଁ, ସେତେବେଳେ ଲୋକମାନେ ରାଜାଙ୍କୁ ଉତ୍ତର କରି କହିଲେ, “ଦାଉଦଙ୍କଠାରେ ଆମ୍ଭମାନଙ୍କର କି ଅଂଶ ଅଛି? ଏଣିକି ଯିଶୀର ପୁତ୍ରଠାରେ; ଆମ୍ଭମାନଙ୍କର ଅଧିକାର ନାହିଁ; ହେ ଇସ୍ରାଏଲ, ଆପଣା ଆପଣା ତମ୍ବୁକୁ ଯାଅ; ହେ ଦାଉଦ, ତୁମ୍ଭେ ଏବେ ଆପଣା ଘର କଥା ବୁଝ। ତହୁଁ ଇସ୍ରାଏଲୀୟମାନେ ଆପଣା ଆପଣା ତମ୍ବୁକୁ ଚାଲିଗଲେ।”