Biblia Todo Logo
Bib sou entènèt

- Piblisite -




ହିତୋପଦେଶ 27:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତୃପ୍ତ ପ୍ରାଣୀ ମହୁଚାକକୁ ଘୃଣା କରେ; ମାତ୍ର କ୍ଷୁଧାର୍ତ୍ତ ପ୍ରାଣୀକୁ ତିକ୍ତ ଦ୍ରବ୍ୟସବୁ ମିଷ୍ଟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତୃପ୍ତ ପ୍ରାଣୀ ମହୁଚାକକୁ ଘୃଣା କରେ; ମାତ୍ର କ୍ଷୁଧାର୍ତ୍ତ ପ୍ରାଣୀକି ତିକ୍ତ ଦ୍ରବ୍ୟସବୁ ମିଷ୍ଟ।

Gade chapit la Kopi

ଓଡିଆ ବାଇବେଲ

7 ତୃପ୍ତ ପ୍ରାଣୀ ମହୁଚାକକୁ ଘୃଣା କରେ; ମାତ୍ର କ୍ଷୁଧାର୍ତ୍ତ ପ୍ରାଣୀକୁ ତିକ୍ତ ଦ୍ରବ୍ୟସବୁ ମିଷ୍ଟ।

Gade chapit la Kopi

ପବିତ୍ର ବାଇବଲ

7 ତୃପ୍ତ ପ୍ରାଣୀ ମହୁକୁ ଘୃଣା କରେ। ମାତ୍ର କ୍ଷୁଧାର୍ତ୍ତ ମନୁଷ୍ୟକୁ କୌଣସି ତିକ୍ତ ଦ୍ରବ୍ୟସବୁ ମିଷ୍ଟ ଲାଗେ।

Gade chapit la Kopi




ହିତୋପଦେଶ 27:7
9 Referans Kwoze  

ତହିଁରେ ଲୋକମାନେ ପରମେଶ୍ୱରଙ୍କ ବିରୁଦ୍ଧରେ ଓ ମୋଶାଙ୍କ ବିରୁଦ୍ଧରେ କହିଲେ, “କାହିଁକି ତୁମ୍ଭେମାନେ ଆମ୍ଭମାନଙ୍କୁ ପ୍ରାନ୍ତରରେ ମାରିବାକୁ ମିସର ଦେଶରୁ ବାହାର କରି ଆଣିଲ?” ଦେଖ, ଏଠାରେ ରୁଟି ନାହିଁ ଓ ଜଳ ନାହିଁ; ପୁଣି, ଆମ୍ଭମାନଙ୍କ ପ୍ରାଣ ଏହି ଲଘୁ ଅନ୍ନକୁ ଘୃଣା କରେ।


ତାହା ପାଖରେ ଯଅର ପାଞ୍ଚୋଟି ରୁଟି ଓ ଦୁଇଟି ଭଜା ମାଛ ଅଛି, କିନ୍ତୁ ଏତେ ଲୋକଙ୍କ ପାଇଁ ତାହା କଅଣ ହେବ?


ମୋହର ପ୍ରାଣ ତାହା ସ୍ପର୍ଶ କରିବାକୁ ଅସମ୍ମତ; ତାହାସବୁ ମୋʼ ପ୍ରତି ଘୃଣିତ ଭକ୍ଷ୍ୟ ସ୍ୱରୂପ।


ହେ ମୋହର ପୁତ୍ର, ତୁମ୍ଭେ ମଧୁ ଖାଅ, ଯେହେତୁ ତାହା ଭଲ; ପୁଣି, ମଧୁଚାକ ଖାଅ, ଯେହେତୁ ତାହା ତୁମ୍ଭ ତୁଣ୍ଡକୁ ସୁସ୍ୱାଦୁ ଲାଗିବ।


ପ୍ରେମକାରୀର କ୍ଷତ ବିଶ୍ୱାସନୀୟ; ମାତ୍ର ଶତ୍ରୁର ଚୁମ୍ବନ ବହୁଳ।


ଯେଉଁ ଲୋକ ଆପଣା ସ୍ଥାନ ଛାଡ଼ି ଭ୍ରମଣ କରେ, ସେ ବସାରୁ ଭ୍ରମଣକାରୀ ପକ୍ଷୀର ତୁଲ୍ୟ।


Swiv nou:

Piblisite


Piblisite