ହିତୋପଦେଶ 28:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 କେହି ନ ଗୋଡ଼ାଇଲେ ହେଁ ଦୁଷ୍ଟ ପଳାଏ; ମାତ୍ର ଧାର୍ମିକମାନେ ସିଂହ ପରି ସାହସିକ। Gade chapit laପବିତ୍ର ବାଇବଲ (Re-edited) - (BSI)1 କେହି ନ ଗୋଡ଼ାଇଲେ ହେଁ ଦୁଷ୍ଟ ପଳାଏ; ମାତ୍ର ଧାର୍ମିକମାନେ ସିଂହ ପରି ସାହସିକ। Gade chapit laଓଡିଆ ବାଇବେଲ1 କେହି ନ ଗୋଡ଼ାଇଲେ ହେଁ ଦୁଷ୍ଟ ପଳାଏ; ମାତ୍ର ଧାର୍ମିକମାନେ ସିଂହ ପରି ସାହସିକ। Gade chapit laପବିତ୍ର ବାଇବଲ1 ଦୁଷ୍ଟ ଲୋକମାନେ ସବୁକୁ ଭୟ କରନ୍ତି। ମାତ୍ର ଧାର୍ମିକ ଲୋକମାନେ ସିଂହପରି ଆତ୍ମନିର୍ଭରଶୀଳ ହୁଅନ୍ତି। Gade chapit la |
କାରଣ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭକୁ, ତୁମ୍ଭ ପ୍ରତି ଓ ତୁମ୍ଭର ସମସ୍ତ ବନ୍ଧୁ ପ୍ରତି ଆଶଙ୍କାଜନକ କରିବା; ପୁଣି, ସେମାନେ ଆପଣାମାନଙ୍କ ଶତ୍ରୁଗଣର ଖଡ୍ଗ ଦ୍ୱାରା ହତ ହେବେ ଓ ତୁମ୍ଭର ଚକ୍ଷୁ ତାହା ଦେଖିବ; ଆଉ, ଆମ୍ଭେ ସମୁଦାୟ ଯିହୁଦାକୁ ବାବିଲର ରାଜା ହସ୍ତରେ ସମର୍ପଣ କରିବା, ତହିଁରେ ସେ ସେମାନଙ୍କୁ ବନ୍ଦୀ କରି ବାବିଲକୁ ଘେନିଯାଇ ଖଡ୍ଗରେ ବଧ କରିବ।