Biblia Todo Logo
Bib sou entènèt

- Piblisite -




ହିତୋପଦେଶ 3:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ହେ ମୋହର ପୁତ୍ର, ସଦାପ୍ରଭୁଙ୍କ ଅନୁଶାସନ ତୁଚ୍ଛ କର ନାହିଁ ଓ ତାହାଙ୍କ ଶାସନରେ କ୍ଳାନ୍ତ ହୁଅ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ହେ ମୋହର ପୁତ୍ର, ସଦାପ୍ରଭୁଙ୍କ ଅନୁଯୋଗ ତୁଚ୍ଛ କର ନାହିଁ ଓ ତାହାଙ୍କ ଶାସନରେ କ୍ଳା; ହୁଅ ନାହିଁ।

Gade chapit la Kopi

ଓଡିଆ ବାଇବେଲ

11 ହେ ମୋହର ପୁତ୍ର, ସଦାପ୍ରଭୁଙ୍କ ଅନୁଶାସନ ତୁଚ୍ଛ କର ନାହିଁ ଓ ତାହାଙ୍କ ଶାସନରେ କ୍ଳାନ୍ତ ହୁଅ ନାହିଁ।

Gade chapit la Kopi

ପବିତ୍ର ବାଇବଲ

11 ହେ ମୋର ପୁତ୍ର, ବେଳେବେଳେ ସଦାପ୍ରଭୁ ତୁମ୍ଭର ଭୁଲ୍ ଦେଖାଇ ଶାସ୍ତିବିଧାନ କରନ୍ତି। ସେଥିରେ ତୁମ୍ଭେ କ୍ରୋଧିତ ହୁଅ ନାହିଁ। ସେଥିରୁ ଶିକ୍ଷା କରିବାକୁ ଚେଷ୍ଟା କର।

Gade chapit la Kopi




ହିତୋପଦେଶ 3:11
12 Referans Kwoze  

ଦେଖ, ପରମେଶ୍ୱର ଯାହାକୁ ଶାସନ କରନ୍ତି, ସେ ମନୁଷ୍ୟ ଧନ୍ୟ; ଏହେତୁ ତୁମ୍ଭେ ସର୍ବଶକ୍ତିମାନଙ୍କର ଶାସ୍ତି ତୁଚ୍ଛ ନ କର।


ଆମ୍ଭେ ଯେତେ ଲୋକଙ୍କୁ ପ୍ରେମ କରୁ, ସେମାନଙ୍କୁ ଅନୁଯୋଗ ଓ ଶାସନ କରିଥାଉ; ଅତଏବ ଉଦ୍‍ଯୋଗୀ ହୋଇ ମନ-ପରିବର୍ତ୍ତନ କର।


ହେ ସଦାପ୍ରଭୋ, ଦୁଷ୍ଟ ନିମନ୍ତେ ଗର୍ତ୍ତ ଖୋଳା ହେବା ପର୍ଯ୍ୟନ୍ତ ବିପଦ କାଳରୁ ବିଶ୍ରାମ ଦେବା ନିମନ୍ତେ,


ଆଉ, ଜଗତ ସହିତ ଯେପରି ଦଣ୍ଡାଜ୍ଞା ପ୍ରାପ୍ତ ନ ହେଉ, ଏଥିନିମନ୍ତେ ପ୍ରଭୁଙ୍କ ଦ୍ୱାରା ବିଚାରିତ ହୋଇ ଆମ୍ଭେମାନେ ଶାସ୍ତି ଭୋଗ କରୁଅଛୁ।


ଅତଏବ, ଆମ୍ଭେମାନେ ଦୟା ପ୍ରାପ୍ତ ହୋଇ ଏହି ସେବକପଦ ପାଇବାରୁ ସାହସବିହୀନ ନୋହୁଁ,


ତୁମ୍ଭେମାନେ ଯେପରି ଆପଣା ଆପଣା ମନରେ ଶ୍ରାନ୍ତକ୍ଳାନ୍ତ ନ ହୁଅ; ଏଥିପାଇଁ ଯେ ପାପୀମାନଙ୍କଠାରୁ ଆପଣା ବିରୁଦ୍ଧରେ ଏଡ଼େ ପ୍ରତିକୂଳାଚରଣ ସହ୍ୟ କଲେ, ତାହାଙ୍କ ବିଷୟ ବିବେଚନା କର।


ବିପଦର ଦିନରେ ତୁମ୍ଭେ ଯେବେ ସାହସହୀନ ହେବ, ତେବେ ତୁମ୍ଭର ଶକ୍ତି ଅଳ୍ପ।


ମାତ୍ର ଏବେ ତାହା ତୁମ୍ଭ ପ୍ରତି ଘଟିଅଛି, ଆଉ ତୁମ୍ଭେ କ୍ଳାନ୍ତ ହେଉଅଛ; ତାହା ତୁମ୍ଭକୁ ସ୍ପର୍ଶ କରୁଅଛି, ଆଉ ତୁମ୍ଭେ ବ୍ୟାକୁଳ ହେଉଅଛ।


ପୁଣି ମନୁଷ୍ୟ ଯେପରି ଆପଣା ପୁତ୍ରକୁ ଶାସନ କରେ, ତଦ୍ରୂପ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଶାସନ କରନ୍ତି, ଏହା ତୁମ୍ଭେ ଆପଣା ମନରେ ବିବେଚନା କରିବ।


Swiv nou:

Piblisite


Piblisite