Biblia Todo Logo
Bib sou entènèt

- Piblisite -




ହିତୋପଦେଶ 3:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 କାରଣ ଯେପରି ପିତା ଆପଣା ସନ୍ତୋଷ ପାତ୍ର ପୁତ୍ରକୁ, ସେପରି ସଦାପ୍ରଭୁ ଆପଣା ପ୍ରେମପାତ୍ରକୁ ଅନୁଶାସନ କରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 କାରଣ ଯେପରି ପିତା ଆପଣା ସନ୍ତୋଷପାତ୍ର ପୁତ୍ରକୁ, ସେପରି ସଦାପ୍ରଭୁ ଆପଣା ପ୍ରେମପାତ୍ରକୁ ଶାସନ କରନ୍ତି।

Gade chapit la Kopi

ଓଡିଆ ବାଇବେଲ

12 କାରଣ ଯେପରି ପିତା ଆପଣା ସନ୍ତୋଷ ପାତ୍ର ପୁତ୍ରକୁ, ସେପରି ସଦାପ୍ରଭୁ ଆପଣା ପ୍ରେମପାତ୍ରକୁ ଅନୁଶାସନ କରନ୍ତି।

Gade chapit la Kopi

ପବିତ୍ର ବାଇବଲ

12 କାରଣ ସଦାପ୍ରଭୁ ଯେଉଁମାନଙ୍କୁ ଭଲପା’ନ୍ତି, ସେମାନଙ୍କୁ ଶାସନ କରନ୍ତି। ହଁ, ସଦାପ୍ରଭୁ ହେଉଛନ୍ତି ପିତାଙ୍କ ପରି। ପିତା ଯେପରି ଭଲ ପାଉଥିବା ପୁତ୍ରଙ୍କୁ ଶାସ୍ତି ବିଧାନ କରନ୍ତି, ସଦାପ୍ରଭୁ ସେହିପରି ଶାସ୍ତିବିଧାନ କରନ୍ତି।

Gade chapit la Kopi




ହିତୋପଦେଶ 3:12
7 Referans Kwoze  

ପୁଣି ମନୁଷ୍ୟ ଯେପରି ଆପଣା ପୁତ୍ରକୁ ଶାସନ କରେ, ତଦ୍ରୂପ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଶାସନ କରନ୍ତି, ଏହା ତୁମ୍ଭେ ଆପଣା ମନରେ ବିବେଚନା କରିବ।


ଆମ୍ଭେ ଯେତେ ଲୋକଙ୍କୁ ପ୍ରେମ କରୁ, ସେମାନଙ୍କୁ ଅନୁଯୋଗ ଓ ଶାସନ କରିଥାଉ; ଅତଏବ ଉଦ୍‍ଯୋଗୀ ହୋଇ ମନ-ପରିବର୍ତ୍ତନ କର।


ଆପଣା ପୁତ୍ରକୁ ଶାସ୍ତି ଦେଲେ, ସେ ତୁମ୍ଭକୁ ଶାନ୍ତି ଦେବ; ପୁଣି, ସେ ତୁମ୍ଭ ପ୍ରାଣକୁ ସୁଖ ଦେବ।


ଯେ ବାଡ଼ି ବ୍ୟବହାର କରିବାକୁ ତ୍ରୁଟି କରେ, ସେ ଆପଣା ପୁତ୍ରକୁ ଘୃଣା କରେ; ପୁଣି ଯେ ତାହାକୁ ପ୍ରେମ କରେ, ସେ ଯଥାକାଳରେ ଶାସ୍ତି ଦିଏ।


ପିତା ଆପଣା ସନ୍ତାନଗଣ ପ୍ରତି ଯେରୂପ ସ୍ନେହ ବହଇ, ସଦାପ୍ରଭୁ ଆପଣା ଭୟକାରୀମାନଙ୍କ ପ୍ରତି ସେରୂପ ସ୍ନେହ ବହନ୍ତି।


କାରଣ ପ୍ରଭୁ ଯାହାକୁ ପ୍ରେମ କରନ୍ତି, ତାହାକୁ ଶାସନ କରନ୍ତି, ପୁଣି, ଯେଉଁ ପୁତ୍ରକୁ ସେ ଗ୍ରହଣ କରନ୍ତି, ତାହାକୁ ପ୍ରହାର କରନ୍ତି।”


ହେ ସଦାପ୍ରଭୋ, ଦୁଷ୍ଟ ନିମନ୍ତେ ଗର୍ତ୍ତ ଖୋଳା ହେବା ପର୍ଯ୍ୟନ୍ତ ବିପଦ କାଳରୁ ବିଶ୍ରାମ ଦେବା ନିମନ୍ତେ,


Swiv nou:

Piblisite


Piblisite