Biblia Todo Logo
Bib sou entènèt

- Piblisite -




ହିତୋପଦେଶ 3:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତାହା ମୁକ୍ତାଠାରୁ ଅଧିକ ମୂଲ୍ୟବାନ, ପୁଣି ତୁମ୍ଭର କୌଣସି ଇଷ୍ଟବସ୍ତୁ ତାହାର ତୁଲ୍ୟ ହେବାକୁ ଯୋଗ୍ୟ ନୁହେଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ତାହା ମୁକ୍ତାଠାରୁ ଅଧିକ ମୂଲ୍ୟବାନ, ପୁଣି ତୁମ୍ଭର କୌଣସି ଇଷ୍ଟବସ୍ତୁ ତାହାର ତୁଲ୍ୟ ହେବାକୁ ଯୋଗ୍ୟ ନୁହେଁ।

Gade chapit la Kopi

ଓଡିଆ ବାଇବେଲ

15 ତାହା ମୁକ୍ତାଠାରୁ ଅଧିକ ମୂଲ୍ୟବାନ, ପୁଣି ତୁମ୍ଭର କୌଣସି ଇଷ୍ଟବସ୍ତୁ ତାହାର ତୁଲ୍ୟ ହେବାକୁ ଯୋଗ୍ୟ ନୁହେଁ।

Gade chapit la Kopi

ପବିତ୍ର ବାଇବଲ

15 ଜ୍ଞାନ ମୁକ୍ତାଠାରୁ ଅଧିକ ମୂଲ୍ୟବାନ, ତୁମ୍ଭର କୌଣସି ଇଷ୍ଟବସ୍ତୁ ତାହା ତୁଲ୍ୟ ହେବାକୁ ଯୋଗ୍ୟ ନୁହେଁ।

Gade chapit la Kopi




ହିତୋପଦେଶ 3:15
10 Referans Kwoze  

ଯେହେତୁ ଜ୍ଞାନ ମୁକ୍ତାଠାରୁ ଉତ୍ତମ ଓ ସମସ୍ତ ଇଷ୍ଟବସ୍ତୁ ତାହା ସଙ୍ଗେ ତୁଲ୍ୟ ହେବାକୁ ଯୋଗ୍ୟ ନୁହେଁ।


ତହିଁ ନିକଟରେ ପ୍ରବାଳ ଓ ସ୍ପଟିକର କଥା କୁହାଯାଏ ନାହିଁ; କାରଣ ପଦ୍ମରାଗ ମଣି ଅପେକ୍ଷା ଜ୍ଞାନର ମୂଲ୍ୟ ଅଧିକ।


କାରଣ ମୋʼ ବିଚାରରେ, ଯେଉଁ ଗୌରବ ଆମ୍ଭମାନଙ୍କ ପ୍ରତି ପ୍ରକାଶିତ ହେବ, ତାହା ତୁଳନାରେ ଏହି ବର୍ତ୍ତମାନ କାଳର ଦୁଃଖଭୋଗ କିଛି ହିଁ ନୁହେଁ।


ଗୁଣବତୀ ସ୍ତ୍ରୀ କିଏ ପାଇ ପାରେ? ମୁକ୍ତାଠାରୁ ହିଁ ତାହାର ମୂଲ୍ୟ ଅଧିକ।


ସୁବର୍ଣ୍ଣ ଅଛି ଓ ଅନେକ ମୁକ୍ତା ହିଁ ଅଛି, ମାତ୍ର ଜ୍ଞାନବିଶିଷ୍ଟ ଓଷ୍ଠ ଅମୂଲ୍ୟ ରତ୍ନ।


କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଜୀବନ ଅପେକ୍ଷା ଉତ୍ତମ; ମୋହର ଓଷ୍ଠାଧର ତୁମ୍ଭର ପ୍ରଶଂସା କରିବ।


ରୂପା ଅପେକ୍ଷା ମୋହର ଉପଦେଶ ଏବଂ ମନୋନୀତ ସୁବର୍ଣ୍ଣ ଅପେକ୍ଷା ଜ୍ଞାନ ଗ୍ରହଣ କର।


ଜ୍ଞାନ ପୈତୃକ ଅଧିକାରର ତୁଲ୍ୟ ଉତ୍ତମ; ଆହୁରି, ସୂର୍ଯ୍ୟଦର୍ଶୀ ଲୋକମାନଙ୍କ ପ୍ରତି ତାହା ଅଧିକ ଶ୍ରେଷ୍ଠ।


Swiv nou:

Piblisite


Piblisite