Biblia Todo Logo
Bib sou entènèt

- Piblisite -




ହିତୋପଦେଶ 3:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତାହାର ଡାହାଣ ହସ୍ତରେ ଦୀର୍ଘାୟୁ, ତାହାର ବାମ ହସ୍ତରେ ଧନ ଓ ସମ୍ମାନ ଥାଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ତାହାର ଦକ୍ଷିଣ ହସ୍ତରେ ଦୀର୍ଘାୟୁ, ତାହାର ବାମ ହସ୍ତରେ ଧନ ଓ ସମ୍ମାନ ଥାଏ।

Gade chapit la Kopi

ଓଡିଆ ବାଇବେଲ

16 ତାହାର ଡାହାଣ ହସ୍ତରେ ଦୀର୍ଘାୟୁ, ତାହାର ବାମ ହସ୍ତରେ ଧନ ଓ ସମ୍ମାନ ଥାଏ।

Gade chapit la Kopi

ପବିତ୍ର ବାଇବଲ

16 ସେହିଲୋକ ଡାହାଣ ହସ୍ତରେ ଦୀର୍ଘାୟୁ ଏବଂ ବାମ ହସ୍ତରେ ଧନ ଓ ସମ୍ମାନ ଧାରଣ କରିଛି।

Gade chapit la Kopi




ହିତୋପଦେଶ 3:16
14 Referans Kwoze  

ଯେହେତୁ ତଦ୍ଦ୍ୱାରା ପରମାୟୁର ଦୀର୍ଘତା ଓ ଜୀବନର ବର୍ଷ ସଂଖ୍ୟା ଓ ଶାନ୍ତି ବୃଦ୍ଧି ହେବ।


ଅଥବା ନିହତ ନୋହୁଁ, ଦୁଃଖିତ ତୁଲ୍ୟ, କିନ୍ତୁ ସର୍ବଦା ଆନନ୍ଦିତ, ଦୀନହୀନର ତୁଲ୍ୟ, କିନ୍ତୁ ଅନେକଙ୍କ ପ୍ରତି ଧନଦାୟକ, ଅକିଞ୍ଚନ ତୁଲ୍ୟ, ଅଥବା ସର୍ବାଧିକାରୀ; ଏହି ସମସ୍ତରେ ଆମ୍ଭେମାନେ ଈଶ୍ବରଙ୍କ ସେବକ ସଦୃଶ ଆପଣା ଆପଣାକୁ ଯୋଗ୍ୟ ବୋଲି ପ୍ରକାଶ କରୁଅଛୁ।


ନମ୍ରତାର ଓ ସଦାପ୍ରଭୁଙ୍କ ବିଷୟକ ଭୟର ପୁରସ୍କାର ଧନ, ସମ୍ମାନ ଓ ଜୀବନ ଅଟେ।


କାରଣ ଶାରୀରିକ ବ୍ୟାୟାମ ଅଳ୍ପ ବିଷୟରେ ଲାଭଜନକ, କିନ୍ତୁ ଈଶ୍ବରପରାୟଣତା ଇହକାଳ ଓ ପରକାଳରେ ପ୍ରତିଜ୍ଞାଯୁକ୍ତ ହୋଇ ସମସ୍ତ ବିଷୟରେ ଲାଭଜନକ ଅଟେ।


ଆହୁରି ତୁମ୍ଭେ ଯେଉଁ ଐଶ୍ୱର୍ଯ୍ୟ ଓ ପ୍ରତାପ ମାଗି ନାହଁ, ସେହି ଦୁଇ ମଧ୍ୟ ଆମ୍ଭେ ତୁମ୍ଭକୁ ଏପରି ଦେଲୁ ଯେ, ତୁମ୍ଭର ଯାବଜ୍ଜୀବନ ରାଜାମାନଙ୍କ ମଧ୍ୟରେ କେହି ତୁମ୍ଭ ସମାନ ହେବ ନାହିଁ।


ଆଉ ଏବେ ଇହକାଳରେ ତାଡ଼ନା ସଙ୍ଗେ ସଙ୍ଗେ ଶତ ଗୁଣରେ ଗୃହ, ଭାଇ, ଭଉଣୀ, ମାତା, ସନ୍ତାନସନ୍ତତି ଓ ଭୂମି, ପୁଣି, ପରକାଳରେ ଅନନ୍ତ ଜୀବନ ନ ପାଇବ, ଏପରି ଲୋକ କେହି ନାହିଁ।


ସେ ତୁମ୍ଭ ନିକଟରେ ଜୀବନ ପ୍ରାର୍ଥନା କଲେ, ତୁମ୍ଭେ ତାହା ତାଙ୍କୁ ଦେଲ; ଆହୁରି, ଅନନ୍ତକାଳସ୍ଥାୟୀ ଦୀର୍ଘାୟୁ ଦାନ କଲ।


ବୃଦ୍ଧାବସ୍ଥାରେ ମୋତେ ପରିତ୍ୟାଗ କର ନାହିଁ; ମୋହର ବଳ କ୍ଷୀଣ ହେବା ସମୟରେ ମୋତେ ଛାଡ଼ ନାହିଁ।


ତାହାର ଗୃହରେ ଧନସମ୍ପତ୍ତି ଥାଏ ଓ ତାହାର ଧର୍ମ ସଦାକାଳସ୍ଥାୟୀ


ଯେହେତୁ ମୋʼ ଦ୍ୱାରା ତୁମ୍ଭର ଦିନ ବୃଦ୍ଧି ପାଇବ, ପୁଣି, ତୁମ୍ଭ ଆୟୁର ବର୍ଷ ବଢ଼ିବ।


ସେ ତୁମ୍ଭ ଶସ୍ୟ ଗୃହକୁ ଆଣିବ ଓ ତୁମ୍ଭ ଖଳାର ଶସ୍ୟ ସଂଗ୍ରହ କରିବ ବୋଲି କି ତୁମ୍ଭେ ତାହାଠାରେ ନିର୍ଭର କରିବ?


Swiv nou:

Piblisite


Piblisite