Biblia Todo Logo
Bib sou entènèt

- Piblisite -




ହିତୋପଦେଶ 3:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଯେଉଁମାନେ ତାହାର ଆଶ୍ରୟ ନିଅନ୍ତି, ସେମାନଙ୍କ ପ୍ରତି ସେ ଜୀବନଦାୟକ ବୃକ୍ଷ ସ୍ୱରୂପ; ଯେଉଁ ଲୋକ ତାହା ଧରି ରଖେ, ସେ ଧନ୍ୟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଯେଉଁମାନେ ତାହାର ଆଶ୍ରୟ ନିଅନ୍ତି, ସେମାନଙ୍କ ପ୍ରତି ସେ ଜୀବନଦାୟକ ବୃକ୍ଷ ସ୍ଵରୂପ; ଯେଉଁ ଲୋକ ତାହା ଧରି ରଖେ, ସେ ଧନ୍ୟ।

Gade chapit la Kopi

ଓଡିଆ ବାଇବେଲ

18 ଯେଉଁମାନେ ତାହାର ଆଶ୍ରୟ ନିଅନ୍ତି, ସେମାନଙ୍କ ପ୍ରତି ସେ ଜୀବନଦାୟକ ବୃକ୍ଷ ସ୍ୱରୂପ; ଯେଉଁ ଲୋକ ତାହା ଧରି ରଖେ, ସେ ଧନ୍ୟ।

Gade chapit la Kopi

ପବିତ୍ର ବାଇବଲ

18 ଜ୍ଞାନ ହେଉଛି ଜୀବନଦାୟକ ବୃକ୍ଷ ସ୍ୱରୂପ। ଯେଉଁମାନେ ତା'ର ଆଶ୍ରୟ ନିଅନ୍ତି ସେମାନେ ଜୀବନ ପାଆନ୍ତି। ସେହିମାନେ ବାସ୍ତବରେ ଧନ୍ୟ।

Gade chapit la Kopi




ହିତୋପଦେଶ 3:18
11 Referans Kwoze  

ଧାର୍ମିକର ଫଳ ଜୀବନଦାୟକ ବୃକ୍ଷ ଅଟେ, ପୁଣି, ଯେ ଜ୍ଞାନବାନ, ସେ ଅନ୍ୟମାନଙ୍କର ଆତ୍ମା ଲାଭ କରେ।


ଶାନ୍ତ ଜିହ୍ୱା ଜୀବନ-ବୃକ୍ଷ ସ୍ୱରୂପ; ପୁଣି, କୁଟିଳ ଜିହ୍ୱା ଆତ୍ମା ଭଙ୍ଗ କରେ।


ମଣ୍ଡଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ତାହାକୁ ଆମ୍ଭେ ଈଶ୍ବରଙ୍କ ପାରଦୀଶରେ ଥିବା ଜୀବନ ବୃକ୍ଷର ଫଳ ଖାଇବାକୁ ଦେବୁ।”


ଆଶାସିଦ୍ଧିର ବିଳମ୍ବ ମନର ପୀଡ଼ାଜନକ; ମାତ୍ର ବାଞ୍ଛାର ସିଦ୍ଧି ଜୀବନ-ବୃକ୍ଷ ସ୍ୱରୂପ।


ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ଦେଖ, ମନୁଷ୍ୟ ଭଲ ଓ ମନ୍ଦର ବୋଧ ପ୍ରାପ୍ତ ହୋଇ ଆମ୍ଭମାନଙ୍କ ପରି ଜଣେ ହୋଇଅଛି, ଆଉ ଏବେ ସେ ଯେପରି ହାତ ବଢ଼ାଇ ଅମୃତ ବୃକ୍ଷର ଫଳ ମଧ୍ୟ ତୋଳି ଖାଇ ଅନନ୍ତଜୀବୀ ନ ହୁଅଇ,”


ସଦାପ୍ରଭୁ ପରମେଶ୍ୱର ସେହି ଭୂମିରୁ ନାନାଜାତୀୟ ସୁଦୃଶ୍ୟ ଓ ସୁଖାଦ୍ୟ ବୃକ୍ଷ, ପୁଣି, ସେହି ଉଦ୍ୟାନର ମଧ୍ୟସ୍ଥାନରେ ଅମୃତ ବୃକ୍ଷ ଓ ସଦସତ୍‍ ଜ୍ଞାନଦାୟକ ବୃକ୍ଷ ଉତ୍ପନ୍ନ କଲେ।


ସେହି ନଦୀର ଉଭୟ ପାର୍ଶ୍ୱରେ ଦ୍ୱାଦଶ ଥର ଫଳଦାୟକ ଜୀବନ-ବୃକ୍ଷ ଅଛି, ସେଥିରେ ପ୍ରତିମାସରେ ଫଳ ଫଳେ, ପୁଣି, ସେହି ବୃକ୍ଷର ପତ୍ର ଜାତିସମୂହର ଆରୋଗ୍ୟକାରକ।


ଉପଦେଶ ଦୃଢ଼ କରି ଧର; ତାକୁ ଛାଡ଼ିଦିଅ ନାହିଁ; ତାକୁ ରଖ; କାରଣ ତାହା ତୁମ୍ଭର ଜୀବନ।


ଯେ ମୋʼ କଥା ଶୁଣେ ଓ ମୋʼ ଦ୍ୱାର ନିକଟରେ ନିତ୍ୟ ଜଗି ରହେ, ମୋʼ ଦ୍ୱାରର ଚୌକାଠ ନିକଟରେ ଅନୁସରଣ କରେ, ସେହି ଲୋକ ଧନ୍ୟ।


କାରଣ ଧନ ଯେପରି ଆଶ୍ରୟ ସ୍ୱରୂପ, ଜ୍ଞାନ ହିଁ ସେପରି ଆଶ୍ରୟ ସ୍ୱରୂପ ଅଟେ; ମାତ୍ର ବିଦ୍ୟାର ଶ୍ରେଷ୍ଠତା ଏହି ଯେ, ଜ୍ଞାନ ଆପଣା ଅଧିକାରୀର ଜୀବନ ରକ୍ଷା କରେ।


ଏନିମନ୍ତେ ହେ ମୋହର ପୁତ୍ରମାନେ, ମୋହର ବାକ୍ୟ ଶୁଣ, ଯେହେତୁ ଯେଉଁମାନେ ମୋହର ପଥ ଧରନ୍ତି, ସେମାନେ ଧନ୍ୟ।


Swiv nou:

Piblisite


Piblisite