Biblia Todo Logo
Bib sou entènèt

- Piblisite -




ହିତୋପଦେଶ 3:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ତେବେ ତୁମ୍ଭେ ଆପଣା ପଥରେ ନିର୍ଭୟରେ ଚାଲିବ, ପୁଣି, ତୁମ୍ଭର ଚରଣ ଝୁଣ୍ଟିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ତେବେ ତୁମ୍ଭେ ଆପଣା ପଥରେ ନିର୍ଭୟରେ ଚାଲିବ, ପୁଣି ତୁମ୍ଭର ଚରଣ ଝୁଣ୍ଟିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

23 ତେବେ ତୁମ୍ଭେ ଆପଣା ପଥରେ ନିର୍ଭୟରେ ଚାଲିବ, ପୁଣି, ତୁମ୍ଭର ଚରଣ ଝୁଣ୍ଟିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

23 ତେବେ ତୁମ୍ଭେ ଆପଣା ପଥରେ ନିର୍ଭୟରେ ଗ୍ଭଲିବ। ତୁମ୍ଭେ କେଉଁଠାରେ ଝୁଣ୍ଟିବ ନାହିଁ।

Gade chapit la Kopi




ହିତୋପଦେଶ 3:23
13 Referans Kwoze  

ସରଳାଚାରୀ ନିର୍ଭୟରେ ଚାଲେ, ମାତ୍ର ବକ୍ରଗାମୀ ଜଣା ପଡ଼ିବ।


ତୁମ୍ଭେ ଗମନ କରିବା ବେଳେ ତୁମ୍ଭର ପାଦ ସଙ୍କୁଚିତ ହେବ ନାହିଁ; ପୁଣି, ଦୌଡ଼ିବା ବେଳେ ତୁମ୍ଭେ ଝୁଣ୍ଟିବ ନାହିଁ।


ସେ ତୁମ୍ଭ ଚରଣକୁ ବିଚଳିତ ହେବାକୁ ଦେବେ ନାହିଁ; ଯେ ତୁମ୍ଭକୁ ରକ୍ଷା କରନ୍ତି, ସେ ଘୁମାଇବେ ନାହିଁ।


ତାହାର ପରମେଶ୍ୱରଙ୍କ ବ୍ୟବସ୍ଥା ତାହାର ଅନ୍ତରରେ ଅଛି; ତାହାର କୌଣସି ପାଦଗତି ଖସିଯିବ ନାହିଁ।


ପୁଣି, ଆମ୍ଭେ ସଦାପ୍ରଭୁଙ୍କଠାରେ ସେମାନଙ୍କୁ ବଳବାନ କରିବା ଓ ସେମାନେ ତାହାଙ୍କ ନାମରେ ଗମନାଗମନ କରିବେ,” ଏହା ସଦାପ୍ରଭୁ କହନ୍ତି।


ଯେପରିକି ସେ ନ୍ୟାୟର ପଥ ରକ୍ଷା କରି ପାରିବେ ଓ ଆପଣା ସାଧୁମାନଙ୍କ ଗତି ସମ୍ଭାଳିବେ।


ଆଜିଠାରୁ ସଦାକାଳ ସଦାପ୍ରଭୁ ତୁମ୍ଭର ବାହାରେ ଯିବାର ଓ ଭିତରେ ଆସିବାର ରକ୍ଷା କରିବେ।


ତୁମ୍ଭ ବ୍ୟବସ୍ଥା ସ୍ନେହକାରୀମାନେ ମହାଶାନ୍ତି ପ୍ରାପ୍ତ ହୁଅନ୍ତି; ପୁଣି, ସେମାନଙ୍କର ଝୁଣ୍ଟିବାର କୌଣସି କାରଣ ଘଟେ ନାହିଁ।


ତୁମ୍ଭେ ଚାଲିବା ବେଳେ ତାହା ତୁମ୍ଭକୁ ପଥ ଦେଖାଇବ, ଆଉ ଶୋଇବା ବେଳେ ତାହା ତୁମ୍ଭର ପ୍ରହରୀ ହେବ; ତୁମ୍ଭେ ଜାଗିବା ବେଳେ ତାହା ତୁମ୍ଭ ସଙ୍ଗେ ଆଳାପ କରିବ।


ସେମାନଙ୍କ ମଧ୍ୟରେ କେହି କ୍ଳାନ୍ତ ହେବେ ନାହିଁ, କି ଝୁଣ୍ଟି ପଡ଼ିବେ ନାହିଁ; କେହି ଢୁଳାଇବେ ନାହିଁ କି ନିଦ୍ରା ଯିବେ ନାହିଁ; ଆଉ, ସେମାନଙ୍କର କଟିବନ୍ଧନ ଫିଟିବ ନାହିଁ କି ସେମାନଙ୍କର ପାଦୁକାର ବନ୍ଧନ ଛିଣ୍ଡିବ ନାହିଁ;


ଯେ ପ୍ରାନ୍ତରରେ ଗମନ କରିବା ଅଶ୍ୱ ତୁଲ୍ୟ ଗଭୀର ସାଗର ମଧ୍ୟରେ ସେମାନଙ୍କୁ ଗମନ କରାଇଲେ ଓ ସେମାନେ ଝୁଣ୍ଟିଲେ ନାହିଁ, ସେ କାହାନ୍ତି?


Swiv nou:

Piblisite


Piblisite