ହିତୋପଦେଶ 3:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆପଣାର ସବୁ ଗତିରେ ତାହାଙ୍କୁ ସ୍ୱୀକାର କର; ତହିଁରେ ସେ ତୁମ୍ଭର ପଥସବୁ ସରଳ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)6 ଆପଣାର ସବୁ ଗତିରେ ତାହାଙ୍କୁ ସ୍ଵୀକାର କର; ତହିଁରେ ସେ ତୁମ୍ଭର ପଥସବୁ ସରଳ କରିବେ। Gade chapit laଓଡିଆ ବାଇବେଲ6 ଆପଣାର ସବୁ ଗତିରେ ତାହାଙ୍କୁ ସ୍ୱୀକାର କର; ତହିଁରେ ସେ ତୁମ୍ଭର ପଥସବୁ ସରଳ କରିବେ। Gade chapit laପବିତ୍ର ବାଇବଲ6 ତୁମ୍ଭର ପ୍ରତ୍ୟେକ କାର୍ଯ୍ୟରେ ତାଙ୍କୁ ମନେ କର ଓ ସେ ତୁମ୍ଭର ପଥସବୁ ସରଳ କରିବେ। Gade chapit la |
ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ୱରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯଦି ତୁମ୍ଭେ ତାହାଙ୍କର ଅନ୍ୱେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ।
ହେ ପ୍ରଭୋ, ବିନୟ କରୁଅଛି, ଯେଉଁମାନେ ତୁମ୍ଭ ନାମକୁ ଭୟ କରିବାକୁ ଆନନ୍ଦ କରନ୍ତି, ଏପରି ତୁମ୍ଭ ଦାସର ପ୍ରାର୍ଥନା ଓ ତୁମ୍ଭ ଦାସମାନଙ୍କ ପ୍ରାର୍ଥନା ପ୍ରତି ଏବେ ତୁମ୍ଭର କର୍ଣ୍ଣ ନିବିଷ୍ଟ ହେଉ; ଆଉ, ପ୍ରାର୍ଥନା କରୁଅଛି, ଆଜି ଆପଣା ଦାସର କାର୍ଯ୍ୟ ସିଦ୍ଧ କର, ପୁଣି ଏହି ବ୍ୟକ୍ତିର ଦୃଷ୍ଟିରେ ତାହାକୁ ଦୟାପ୍ରାପ୍ତ ହେବାକୁ ଦିଅ।” ଏସମୟରେ ମୁଁ ରାଜାଙ୍କର ପାନପାତ୍ରବାହକ ଥିଲି।