Biblia Todo Logo
Bib sou entènèt

- Piblisite -




ହିତୋପଦେଶ 3:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତାହା ତୁମ୍ଭ ନାଭିଦେଶର ସ୍ୱାସ୍ଥ୍ୟ ଓ ଅସ୍ଥିର ମଜ୍ଜା ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ତାହା ତୁମ୍ଭ ନାଭିଦେଶର ସ୍ଵାସ୍ଥ୍ୟ ଓ ଅସ୍ଥିର ମଜ୍ଜା ହେବ।

Gade chapit la Kopi

ଓଡିଆ ବାଇବେଲ

8 ତାହା ତୁମ୍ଭ ନାଭିଦେଶର ସ୍ୱାସ୍ଥ୍ୟ ଓ ଅସ୍ଥିର ମଜ୍ଜା ହେବ।

Gade chapit la Kopi

ପବିତ୍ର ବାଇବଲ

8 ଯଦି ତୁମ୍ଭେ ଏପରି କର, ତେବେ ଏହା ତୁମ୍ଭର ଶରୀର ପାଇଁ ଔଷଧ କି ତାହା ତୁମ୍ଭ ପାଇଁ ଗୋଟିଏ ପୁଷ୍ଟିକର ତରଳ ଔଷଧ ହୋଇ ତୁମ୍ଭକୁ ଶକ୍ତିଶାଳୀ କରିବ।

Gade chapit la Kopi




ହିତୋପଦେଶ 3:8
8 Referans Kwoze  

ଯେହେତୁ ତାହା ଯେଉଁମାନେ ପାଆନ୍ତି, ସେମାନଙ୍କ ପ୍ରତି ତାହା ଜୀବନ ଓ ସର୍ବାଙ୍ଗର ସ୍ୱାସ୍ଥ୍ୟ ଅଟେ।


ସେ ଭଗ୍ନାନ୍ତଃକରଣମାନଙ୍କୁ ସୁସ୍ଥ କରନ୍ତି ଓ ସେମାନଙ୍କ କ୍ଷତସବୁ ବାନ୍ଧନ୍ତି।


ତାହାର ସ୍ତନ ଦୁଗ୍ଧରେ ପରିପୂର୍ଣ୍ଣ ଓ ତାହାର ଅସ୍ଥିର ମେଦ ସତେଜ ଥାଏ।


ମନୋହର ଭାଷା ମଧୁଚାକ ସଦୃଶ, ତାହା ମନକୁ ସୁମିଷ୍ଟ, ଅସ୍ଥିକୁ ସ୍ୱାସ୍ଥ୍ୟ।


ପାଦର ତଳଠାରୁ ମସ୍ତକ ପର୍ଯ୍ୟନ୍ତ କିଛି ସ୍ୱାସ୍ଥ୍ୟ ନାହିଁ; କେବଳ କ୍ଷତ, ଦାଗ ଓ ପୂଜପୂର୍ଣ୍ଣ ଘା; ସେହି ସବୁ ଟିପା କିମ୍ବା ବନ୍ଧାଯାଇ ନାହିଁ, କିଅବା ତୈଳ ଦ୍ୱାରା କୋମଳ କରାଯାଇ ନାହିଁ।


ପୁଣି, ତୁମ୍ଭେମାନେ ଏହା ଦେଖିବ ଓ ତୁମ୍ଭମାନଙ୍କର ହୃଦୟ ପ୍ରଫୁଲ୍ଲ ହେବ, ଆଉ ତୁମ୍ଭମାନଙ୍କର ଅସ୍ଥି ନବୀନ ତୃଣ ତୁଲ୍ୟ ସତେଜ ହେବ; ପୁଣି, ସଦାପ୍ରଭୁଙ୍କର ହସ୍ତ ତାହାଙ୍କ ଦାସମାନଙ୍କ ପକ୍ଷରେ ପ୍ରକାଶିତ ହେବ ଓ ସେ ଆପଣା ଶତ୍ରୁମାନଙ୍କ ବିରୁଦ୍ଧରେ କୋପାନ୍ୱିତ ହେବେ।


Swiv nou:

Piblisite


Piblisite