ହିତୋପଦେଶ 30:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଦାସର ପ୍ରଭୁ ନିକଟରେ ତାହାର ଅପବାଦ କର ନାହିଁ, କଲେ ସେ ତୁମ୍ଭକୁ ଅଭିଶାପ ଦେବ ଓ ତୁମ୍ଭେ ଅପରାଧୀ ଗଣିତ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)10 ଦାସର ପ୍ରଭୁ କତିରେ ତାହାର ଅପବାଦ କର ନାହିଁ, କଲେ ସେ ତୁମ୍ଭକୁ ଅଭିଶାପ ଦେବ ଓ ତୁମ୍ଭେ ଅପରାଧୀ ଗଣିତ ହେବ। Gade chapit laଓଡିଆ ବାଇବେଲ10 ଦାସର ପ୍ରଭୁ ନିକଟରେ ତାହାର ଅପବାଦ କର ନାହିଁ, କଲେ ସେ ତୁମ୍ଭକୁ ଅଭିଶାପ ଦେବ ଓ ତୁମ୍ଭେ ଅପରାଧୀ ଗଣିତ ହେବ। Gade chapit laପବିତ୍ର ବାଇବଲ10 ଦାସର ପ୍ରଭୁ ସମ୍ମୁଖରେ ତା'ର କୁତ୍ସାରଟନା କର ନାହିଁ। ଯଦି ତୁମ୍ଭେ ଏପରି କୁହ, ମୁନିବ ତୁମ୍ଭକୁ ବିଶ୍ୱାସ କରିବ ନାହିଁ। ତୁମ୍ଭକୁ ସେ ଅପରାଧୀ ବୋଲି ବିବେଚନା କରିବ। Gade chapit la |
ଏହେତୁ ଏବେ ମୋର ପ୍ରଭୁ ମହାରାଜ ଆପଣା ଦାସ କଥା ଶୁଣନ୍ତୁ। ଯେବେ ସଦାପ୍ରଭୁ ଆପଣଙ୍କୁ ମୋର ପ୍ରତିକୂଳରେ ପ୍ରବର୍ତ୍ତାଇଥାʼନ୍ତି, ତେବେ ସେ ଉପହାର ଗ୍ରହଣ କରନ୍ତୁ; ମାତ୍ର ଯେବେ ମନୁଷ୍ୟ-ସନ୍ତାନମାନେ ତାହା କରିଥାʼନ୍ତି, ତେବେ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଶାପଗ୍ରସ୍ତ ହେଉନ୍ତୁ; କାରଣ ମୁଁ ଯେପରି ସଦାପ୍ରଭୁଙ୍କ ଅଧିକାରରେ ସଂଲଗ୍ନ ହୋଇ ନ ରହିବି, ଏଥିପାଇଁ ସେମାନେ ଆଜି ମୋତେ ତଡ଼ିଦେଇ କହିଅଛନ୍ତି, ‘ଯାଅ ଅନ୍ୟ ଦେବଗଣର ସେବା କର।’