Biblia Todo Logo
Bib sou entènèt

- Piblisite -




ହିତୋପଦେଶ 4:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 କୁକର୍ମୀମାନଙ୍କ ପଥ ମଧ୍ୟରେ ପ୍ରବେଶ କର ନାହିଁ ଏବଂ ଦୁଷ୍ଟ ଲୋକମାନଙ୍କ ବାଟରେ ଚାଲ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ପାପୀମାନଙ୍କ ପଥ ମଧ୍ୟରେ ପଶ ନାହିଁ ଏବଂ ଦୁଷ୍ଟଲୋକମାନଙ୍କ ବାଟରେ ଚାଲ ନାହିଁ।

Gade chapit la Kopi

ଓଡିଆ ବାଇବେଲ

14 କୁକର୍ମୀମାନଙ୍କ ପଥ ମଧ୍ୟରେ ପ୍ରବେଶ କର ନାହିଁ ଏବଂ ଦୁଷ୍ଟଲୋକମାନଙ୍କ ବାଟରେ ଚାଲ ନାହିଁ।

Gade chapit la Kopi

ପବିତ୍ର ବାଇବଲ

14 ମନ୍ଦ ଲୋକମାନଙ୍କର ପଥ ଅନୁସରଣ କର ନାହିଁ। ସେମାନଙ୍କ ପରି ବାସ କର ନାହିଁ। ସେମାନଙ୍କ ପରି ହେବାକୁ ଚେଷ୍ଟା କର ନାହିଁ।

Gade chapit la Kopi




ହିତୋପଦେଶ 4:14
13 Referans Kwoze  

ଯେଉଁ ଜନ ଦୁଷ୍ଟମାନଙ୍କ ମନ୍ତ୍ରଣାରେ ଚାଲେ ନାହିଁ, ଅବା ପାପୀମାନଙ୍କ ମାର୍ଗରେ ଠିଆ ହୁଏ ନାହିଁ, କିଅବା ନିନ୍ଦକମାନଙ୍କ ସଭାରେ ବସେ ନାହିଁ,


ଭ୍ରାନ୍ତ ନ ହୁଅ, କୁସଂସର୍ଗ ଶିଷ୍ଟାଚାର ନଷ୍ଟ କରେ।


ହେ ମୋହର ପୁତ୍ର, ତୁମ୍ଭେ ସେମାନଙ୍କ ସଙ୍ଗେ ସେହି ପଥରେ ଚାଲ ନାହିଁ, ସେମାନଙ୍କ ପଥରୁ ଆପଣା ପାଦ ଅଟକାଅ;


ହେ ମୋହର ପୁତ୍ର, ପାପୀଗଣ ତୁମ୍ଭକୁ ଫୁସୁଲାଇଲେ, ତୁମ୍ଭେ ସମ୍ମତ ହୁଅ ନାହିଁ।


ଜ୍ଞାନୀ ସଙ୍ଗରେ ଗମନାଗମନ କର, ତହିଁରେ ତୁମ୍ଭେ ଜ୍ଞାନୀ ହେବ; ମାତ୍ର ମୂର୍ଖମାନଙ୍କର ସଙ୍ଗୀ କ୍ଳେଶ ପାଇବ।


ହେ ଅବୋଧ ଲୋକମାନେ, ଅବୋଧମାନଙ୍କର ସଙ୍ଗ ପରିତ୍ୟାଗ କରି ଜୀବନ ରକ୍ଷା କର; ପୁଣି, ସୁବିବେଚନାର ପଥରେ ଚାଲ।”


ତାହା ପରିତ୍ୟାଗ କର, ତହିଁର ନିକଟ ଦେଇ ଯାଅ ନାହିଁ; ତହିଁରୁ ବିମୁଖ ହୋଇ ଚାଲିଯାଅ।


ତାହା (ସେହି ସ୍ତ୍ରୀ) ଠାରୁ ଆପଣା ପଥ ଦୂରରେ ରଖ ଏବଂ ତାହାର ଗୃହର ଦ୍ୱାର ନିକଟକୁ ଯାଅ ନାହିଁ।


ବ୍ୟଭିଚାରିଣୀର ଗୃହକୋଣ ନିକଟସ୍ଥ ଗଳି ଦେଇ ଯାଉ ଯାଉ ତାହାର ଗୃହକୁ ଯିବା ପଥରେ ଚାଲିଲା।


କଲେ, ତୁମ୍ଭେ ଅବା ତାହାର ବାଟ ଶିକ୍ଷା କରି ଆପଣା ପ୍ରାଣ ପାଇଁ ଫାନ୍ଦ ପ୍ରସ୍ତୁତ କରିବ।


ତୁମ୍ଭେ ମନ୍ଦ ଲୋକମାନଙ୍କ ପ୍ରତି ଈର୍ଷା କର ନାହିଁ, ପୁଣି, ସେମାନଙ୍କର ସଙ୍ଗୀ ହେବାକୁ ବାଞ୍ଛା କର ନାହିଁ।


Swiv nou:

Piblisite


Piblisite