ହିତୋପଦେଶ 4:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଯେହେତୁ ମୁଁ ତୁମ୍ଭମାନଙ୍କୁ ଉତ୍ତମ ଶିକ୍ଷା ଦେଉଅଛି, ମୋହର ଆଦେଶ ପରିତ୍ୟାଗ କର ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)2 ଯେହେତୁ ମୁଁ ତୁମ୍ଭମାନଙ୍କୁ ଉତ୍ତମ ଶିକ୍ଷା ଦେଉଅଛି, ମୋହର ଆଦେଶ ପରିତ୍ୟାଗ କର ନାହିଁ। Gade chapit laଓଡିଆ ବାଇବେଲ2 ଯେହେତୁ ମୁଁ ତୁମ୍ଭମାନଙ୍କୁ ଉତ୍ତମ ଶିକ୍ଷା ଦେଉଅଛି, ମୋହର ଆଦେଶ ପରିତ୍ୟାଗ କର ନାହିଁ। Gade chapit laପବିତ୍ର ବାଇବଲ2 କାରଣ ମୁଁ ତୁମ୍ଭକୁ ଉତ୍ତମ ଶିକ୍ଷା ଦେଉଅଛି। ତେଣୁ ମୋର ଆଦେଶ ପରିତ୍ୟାଗ କର ନାହିଁ। Gade chapit la |
ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ୱରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯଦି ତୁମ୍ଭେ ତାହାଙ୍କର ଅନ୍ୱେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ।