Biblia Todo Logo
Bib sou entènèt

- Piblisite -




ହିତୋପଦେଶ 4:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଯେହେତୁ ତାହା ଯେଉଁମାନେ ପାଆନ୍ତି, ସେମାନଙ୍କ ପ୍ରତି ତାହା ଜୀବନ ଓ ସର୍ବାଙ୍ଗର ସ୍ୱାସ୍ଥ୍ୟ ଅଟେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଯେହେତୁ ତାହା ଯେଉଁମାନେ ପାଆନ୍ତି, ସେମାନଙ୍କ ପ୍ରତି ତାହା ଜୀବନ ଓ ସର୍ବାଙ୍ଗର ସ୍ଵାସ୍ଥ୍ୟ ଅଟେ।

Gade chapit la Kopi

ଓଡିଆ ବାଇବେଲ

22 ଯେହେତୁ ତାହା ଯେଉଁମାନେ ପାଆନ୍ତି, ସେମାନଙ୍କ ପ୍ରତି ତାହା ଜୀବନ ଓ ସର୍ବାଙ୍ଗର ସ୍ୱାସ୍ଥ୍ୟ ଅଟେ।

Gade chapit la Kopi

ପବିତ୍ର ବାଇବଲ

22 ମୋର ବାକ୍ୟ ଯେଉଁମାନେ ଗ୍ରହଣ କରନ୍ତି, ସେମାନେ ଧନ୍ୟ। ସେମାନେ ସ୍ୱଚ୍ଛତା ଦ୍ୱାରା ଅଙ୍ଗକୁ ସ୍ୱାସ୍ଥ୍ୟ ପ୍ରଦାନ କରନ୍ତି।

Gade chapit la Kopi




ହିତୋପଦେଶ 4:22
8 Referans Kwoze  

କାହାର କାହାର ବାଚାଳତା ଖଡ୍ଗାଘାତ ପରି; ମାତ୍ର ଜ୍ଞାନୀର ଜିହ୍ୱା ସ୍ୱାସ୍ଥ୍ୟଜନକ।


ହେ ମୋହର ପୁତ୍ର, ଶୁଣ, ମୋʼ କଥା ଘେନ; ତହିଁରେ ତୁମ୍ଭ ଆୟୁର ବର୍ଷ ବହୁତ ହେବ।


ତାହା ତୁମ୍ଭ ନାଭିଦେଶର ସ୍ୱାସ୍ଥ୍ୟ ଓ ଅସ୍ଥିର ମଜ୍ଜା ହେବ।


ଦେଖ, ଆମ୍ଭେ ଏହି ନଗର ପ୍ରତି ସ୍ୱାସ୍ଥ୍ୟ ଆଉ ଆରୋଗ୍ୟ ଆଣିବା, ଆମ୍ଭେ ଲୋକମାନଙ୍କୁ ଆରୋଗ୍ୟ କରିବା; ପୁଣି, ଆମ୍ଭେ ସେମାନଙ୍କ ପ୍ରତି ପ୍ରଚୁର ଶାନ୍ତି ଓ ସତ୍ୟତା ପ୍ରକାଶ କରିବା।


ପିତା ମୋତେ ଶିକ୍ଷା ଦେଇ କହିଲେ, “ତୁମ୍ଭ ମନରେ ମୋହର କଥାସବୁ ରଖ, ପୁଣି ମୋହର ଆଜ୍ଞାସବୁ ପାଳନ କର ତହିଁରେ ତୁମ୍ଭେ ବଞ୍ଚିବ।


ତାହା ତୁମ୍ଭ ପ୍ରାଣର ଜୀବନ ଓ କଣ୍ଠର ଭୂଷଣ ହେବ।


ଯେହେତୁ ଯେ ମୋତେ ପାଏ, ସେ ଜୀବନ ପାଏ ଏବଂ ସଦାପ୍ରଭୁଙ୍କର ଅନୁଗ୍ରହପ୍ରାପ୍ତ ହେବ।


ମନୋହର ଭାଷା ମଧୁଚାକ ସଦୃଶ, ତାହା ମନକୁ ସୁମିଷ୍ଟ, ଅସ୍ଥିକୁ ସ୍ୱାସ୍ଥ୍ୟ।


Swiv nou:

Piblisite


Piblisite