Biblia Todo Logo
Bib sou entènèt

- Piblisite -




ହିତୋପଦେଶ 4:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ତୁମ୍ଭ ଚକ୍ଷୁ ଆଗକୁ ଦୃଷ୍ଟି କରୁ ଓ ତୁମ୍ଭ ଚକ୍ଷୁର ପତା ତୁମ୍ଭ ସମ୍ମୁଖରେ ସଳଖ ଅନାଉ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ତୁମ୍ଭ ଚକ୍ଷୁ ଆଗକୁ ଦୃଷ୍ଟି କରୁ ଓ ତୁମ୍ଭ ଚକ୍ଷୁର ପତା ତୁମ୍ଭ ସମ୍ମୁଖରେ ସଳଖ ଅନାଉ।

Gade chapit la Kopi

ଓଡିଆ ବାଇବେଲ

25 ତୁମ୍ଭ ଚକ୍ଷୁ ଆଗକୁ ଦୃଷ୍ଟି କରୁ ଓ ତୁମ୍ଭ ଚକ୍ଷୁର ପତା ତୁମ୍ଭ ସମ୍ମୁଖରେ ସଳଖ ଅନାଉ।

Gade chapit la Kopi

ପବିତ୍ର ବାଇବଲ

25 ଲକ୍ଷ୍ୟସ୍ଥଳ ପାଇଁ ତୁମ୍ଭର ଚକ୍ଷୁଦ୍ୱୟକୁ ଆଗକୁ ଦେଖିବା ପାଇଁ ରଖ, ସର୍ବଦା ସିଧା ଦେଖ।

Gade chapit la Kopi




ହିତୋପଦେଶ 4:25
9 Referans Kwoze  

ଅସାର ଦର୍ଶନରୁ ମୋହର ଚକ୍ଷୁ ଫେରାଅ ଓ ତୁମ୍ଭ ପଥରେ ମୋତେ ସଚେତ କର।


ଚକ୍ଷୁ ଶରୀରର ପ୍ରଦୀପ। ଏଣୁ ତୁମ୍ଭର ଚକ୍ଷୁ ଯେବେ ନିର୍ମଳ ଥାଏ, ତେବେ ତୁମ୍ଭର ସମସ୍ତ ଶରୀର ଆଲୋକମୟ ହେବ।


ମୁଁ ଆପଣା ଚକ୍ଷୁ ସଙ୍ଗେ ନିୟମ କଲି; ତେବେ ମୁଁ ଯୁବତୀ ପ୍ରତି କିପରି ଅନାଇବି?


ତୁମ୍ଭର ଚକ୍ଷୁ ବିପରୀତ ବିଷୟ ଦେଖିବ, ତୁମ୍ଭ ହୃଦୟ କୁଟିଳ କଥା କହିବ।


ଯାହା ନାହିଁ, ତୁମ୍ଭେ କି ତହିଁ ପ୍ରତି ଆପଣା ଚକ୍ଷୁ ନିର୍ଦ୍ଦେଶ କରିବ? କାରଣ ଆକାଶରେ ଉଡ଼ନ୍ତା ଉତ୍କ୍ରୋଶ ପକ୍ଷୀ ପରି ନିଶ୍ଚୟ ଧନ ଆପଣା ପାଇଁ ପକ୍ଷ କରେ।


ଆପଣାଠାରୁ କୁଟିଳ ମୁଖ ଦୂର କର ଓ ବକ୍ର ଓଷ୍ଠାଧର ବହୁ ଦୂରରେ ରଖ।


ତୁମ୍ଭେ ଆପଣା ପାଦ ସଳଖ କରି ପକାଅ ଓ ତୁମ୍ଭର ସବୁ ପଥ ସ୍ଥିରୀକୃତ ହେଉ।


ନିର୍ବୋଧ ପ୍ରତି ଅଜ୍ଞାନତା ଆନନ୍ଦଜନକ; ମାତ୍ର ବୁଦ୍ଧିମାନ ଲୋକ ଆପଣା ଗତି ସରଳ କରେ।


ଦୁଷ୍ଟ ଲୋକ ଆପଣା ମୁଖ କଠିନ କରେ, ମାତ୍ର ସରଳ ଲୋକ ଆପଣା ବାଟ ସୁସ୍ଥିର କରେ।


Swiv nou:

Piblisite


Piblisite