ହିତୋପଦେଶ 4:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ମୁଁ ଆପଣା ପିତାଙ୍କର ପୁଅଟିଏ ଥିଲି, ପୁଣି, ମାତାଙ୍କ ଦୃଷ୍ଟିରେ କୋମଳ ଓ ଏକମାତ୍ର ପ୍ରିୟ ଥିଲି। Gade chapit laପବିତ୍ର ବାଇବଲ (Re-edited) - (BSI)3 ମୁଁ ଆପଣା ପିତାଙ୍କର ପୁଅଟିଏ ଥିଲି, ପୁଣି ମାତାଙ୍କ ଦୃଷ୍ଟିରେ କୋମଳ ଓ ଏକମାତ୍ର ପ୍ରିୟ ଥିଲି। Gade chapit laଓଡିଆ ବାଇବେଲ3 ମୁଁ ଆପଣା ପିତାଙ୍କର ପୁଅଟିଏ ଥିଲି, ପୁଣି, ମାତାଙ୍କ ଦୃଷ୍ଟିରେ କୋମଳ ଓ ଏକମାତ୍ର ପ୍ରିୟ ଥିଲି। Gade chapit laପବିତ୍ର ବାଇବଲ3 ଏକଦା ମୁଁ ମଧ୍ୟ ମୋର ପିତାଙ୍କର ଗୋଟିଏ ପୁତ୍ର ଥିଲି। ମୁଁ ମୋ’ ମାଙ୍କର ସୁକୁମାର ଏବଂ ଏକ ମାତ୍ର ପୁତ୍ର ଥିଲି। Gade chapit la |
ପୁଣି, ଆମ୍ଭେ ଦାଉଦ ବଂଶ ଉପରେ ଓ ଯିରୂଶାଲମ ନିବାସୀମାନଙ୍କ ଉପରେ ଅନୁଗ୍ରହ ଓ ବିନତିଜନକ ଆତ୍ମା ବୃଷ୍ଟି କରିବା; ତହିଁରେ ସେମାନେ ଆମ୍ଭ ପ୍ରତି, ଅର୍ଥାତ୍, ଯାହାଙ୍କୁ ସେମାନେ ବିଦ୍ଧ କରିଅଛନ୍ତି, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ; ଆଉ, କେହି ଯେପରି ଆପଣାର ଏକମାତ୍ର ପୁତ୍ର ଲାଗି ଶୋକ କରେ, ସେପରି ସେମାନେ ତାହାଙ୍କ ପାଇଁ ଶୋକ କରିବେ ଓ କେହି ଯେପରି ଆପଣା ପ୍ରଥମଜାତର ନିମନ୍ତେ ବ୍ୟାକୁଳିତ ହୁଏ, ସେପରି ସେମାନେ ତାହାଙ୍କ ପାଇଁ ବ୍ୟାକୁଳିତ ହେବେ।