ହିତୋପଦେଶ 4:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପିତା ମୋତେ ଶିକ୍ଷା ଦେଇ କହିଲେ, “ତୁମ୍ଭ ମନରେ ମୋହର କଥାସବୁ ରଖ, ପୁଣି ମୋହର ଆଜ୍ଞାସବୁ ପାଳନ କର ତହିଁରେ ତୁମ୍ଭେ ବଞ୍ଚିବ। Gade chapit laପବିତ୍ର ବାଇବଲ (Re-edited) - (BSI)4 ପିତା ମୋତେ ଶିକ୍ଷା ଦେଇ କହିଲେ, ତୁମ୍ଭ ମନ ମୋହର କଥା ରକ୍ଷା କରୁ, ମୋହର ଆଜ୍ଞାସବୁ ପାଳନ କରି ବଞ୍ଚ। Gade chapit laଓଡିଆ ବାଇବେଲ4 ପିତା ମୋତେ ଶିକ୍ଷା ଦେଇ କହିଲେ, “ତୁମ୍ଭ ମନରେ ମୋହର କଥାସବୁ ରଖ, ପୁଣି ମୋହର ଆଜ୍ଞାସବୁ ପାଳନ କର ତହିଁରେ ତୁମ୍ଭେ ବଞ୍ଚିବ।” Gade chapit laପବିତ୍ର ବାଇବଲ4 ମୋର ପିତା ମୋତେ ଏହି ଶିକ୍ଷାସବୁ ଶିଖାଇଥିଲେ। ସେ ମୋତେ କହିଲେ, “ମୋର କଥାସବୁ ମନେରଖ, ମୋର ଆଜ୍ଞା ମାନ ତୁମ୍ଭେ ବଞ୍ଚିବ। Gade chapit la |
ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ୱରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯଦି ତୁମ୍ଭେ ତାହାଙ୍କର ଅନ୍ୱେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ।