Biblia Todo Logo
Bib sou entènèt

- Piblisite -




ହିତୋପଦେଶ 4:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତାହାକୁ ଶିରୋଧାର୍ଯ୍ୟ କର, ତହିଁରେ ସେ ତୁମ୍ଭକୁ ଉନ୍ନତ କରିବ; ତାହାକୁ ଆଲିଙ୍ଗନ କଲେ, ସେ ତୁମ୍ଭକୁ ସମ୍ଭ୍ରାନ୍ତ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ତାହାକୁ ଶିରୋଧାର୍ଯ୍ୟ କର, ତହିଁରେ ସେ ତୁମ୍ଭକୁ ଉନ୍ନତ କରିବ; ତାହାକୁ ଆଲିଙ୍ଗନ କଲେ, ସେ ତୁମ୍ଭକୁ ସମ୍ଭ୍ରାନ୍ତ କରିବ।

Gade chapit la Kopi

ଓଡିଆ ବାଇବେଲ

8 ତାହାକୁ ଶିରୋଧାର୍ଯ୍ୟ କର, ତହିଁରେ ସେ ତୁମ୍ଭକୁ ଉନ୍ନତ କରିବ; ତାହାକୁ ଆଲିଙ୍ଗନ କଲେ, ସେ ତୁମ୍ଭକୁ ସମ୍ଭ୍ରାନ୍ତ କରିବ।

Gade chapit la Kopi

ପବିତ୍ର ବାଇବଲ

8 ଜ୍ଞାନକୁ ସମ୍ମାନ କର, ଏବଂ ସେ ତୁମ୍ଭକୁ ପ୍ରତିଷ୍ଠିତ କରିବ। ତୁମ୍ଭେ ଯଦି ତାହାକୁ ଆଲିଙ୍ଗନ କର, ତେବେ ସେ ତୁମ୍ଭ ନିକଟକୁ ସମ୍ମାନ ଆଣିଦେବ।

Gade chapit la Kopi




ହିତୋପଦେଶ 4:8
7 Referans Kwoze  

ଆଉ, ଯେଉଁମାନେ ଜ୍ଞାନବାନ, ସେମାନେ ଆକାଶର ଦୀପ୍ତିର ତୁଲ୍ୟ ଓ ଯେଉଁମାନେ ଅନେକଙ୍କୁ ଧର୍ମର ପ୍ରତି ଫେରାଇ ଆଣନ୍ତି, ସେମାନେ ତାରାଗଣର ତୁଲ୍ୟ ଅନନ୍ତକାଳ ପର୍ଯ୍ୟନ୍ତ ତେଜସ୍ୱୀ ହେବେ।


ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ତୁମ୍ଭ ଗୃହ ଓ ତୁମ୍ଭ ପିତୃଗୃହ ଆମ୍ଭ ସମ୍ମୁଖରେ ଅନନ୍ତକାଳ ଗମନାଗମନ କରିବେ ବୋଲି ଆମ୍ଭେ କହିଥିଲୁ ପ୍ରମାଣ,’ ମାତ୍ର ଏବେ ସଦାପ୍ରଭୁ କହନ୍ତି, ‘ତାହା ଆମ୍ଭଠାରୁ ଦୂର ହେଉ; କାରଣ ଯେଉଁମାନେ ଆମ୍ଭର ଗୌରବ କରନ୍ତି, ଆମ୍ଭେ ସେମାନଙ୍କର ଗୌରବ କରିବା, ମାତ୍ର ଯେଉଁମାନେ ଆମ୍ଭକୁ ତୁଚ୍ଛଜ୍ଞାନ କରନ୍ତି, ସେମାନେ ଲଘୁ ଜ୍ଞାନ କରାଯିବେ।


ଜ୍ଞାନବାନ ଲୋକେ ସମ୍ମାନର ଅଧିକାରୀ ହେବେ, ମାତ୍ର ଲଜ୍ଜା ଅଜ୍ଞାନମାନଙ୍କ ଉନ୍ନତି ହେବ।


ନମ୍ରତାର ଓ ସଦାପ୍ରଭୁଙ୍କ ବିଷୟକ ଭୟର ପୁରସ୍କାର ଧନ, ସମ୍ମାନ ଓ ଜୀବନ ଅଟେ।


ତାଙ୍କ ବାମ ହସ୍ତ ମୋʼ ମସ୍ତକ ତଳେ ଅଛି, ପୁଣି ତାଙ୍କ ଦକ୍ଷିଣ ହସ୍ତ ମୋତେ ଆଲିଙ୍ଗନ କରେ।


ତାହାର ଡାହାଣ ହସ୍ତରେ ଦୀର୍ଘାୟୁ, ତାହାର ବାମ ହସ୍ତରେ ଧନ ଓ ସମ୍ମାନ ଥାଏ।


Swiv nou:

Piblisite


Piblisite