ହିତୋପଦେଶ 5:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତୁମ୍ଭର ନିର୍ଝର କʼଣ ବାହାରେ ଏଣେତେଣେ ବିସ୍ତାରିତ ହେବ? ଓ ରାଜଦାଣ୍ଡରେ କʼଣ ଜଳସ୍ରୋତ ବହିଯିବ? Gade chapit laପବିତ୍ର ବାଇବଲ (Re-edited) - (BSI)16 ତୁମ୍ଭର ନିର୍ଝର କʼଣ ବାହାରେ ଏଣେତେଣେ ବିସ୍ତାରିତ ହେବ? ଓ ରାଜଦାଣ୍ତରେ କʼଣ ଜଳସ୍ରୋତ ବହିଯିବ? Gade chapit laଓଡିଆ ବାଇବେଲ16 ତୁମ୍ଭର ନିର୍ଝର କ’ଣ ବାହାରେ ଏଣେତେଣେ ବିସ୍ତାରିତ ହେବ ? ଓ ରାଜଦାଣ୍ଡରେ କ’ଣ ଜଳସ୍ରୋତ ବହିଯିବ ? Gade chapit laପବିତ୍ର ବାଇବଲ16 ଯଦି ନାହିଁ, ତୁମ୍ଭର ଝରଣା ରାସ୍ତା ବାହାରକୁ ବହିଯିବ। ଅନ୍ୟମାନେ ତୁମ୍ଭର ସ୍ତ୍ରୀ ସହିତ ଶାରୀରିକ ସମ୍ପର୍କ ରଖିବେ। Gade chapit la |