Biblia Todo Logo
Bib sou entènèt

- Piblisite -




ହିତୋପଦେଶ 5:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ତୁମ୍ଭର ନିର୍ଝର ଧନ୍ୟ ହେଉ; ଆଉ, ତୁମ୍ଭେ ଆପଣା ଯୌବନ କାଳର ଭାର୍ଯ୍ୟାଠାରେ ଆମୋଦ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ତୁମ୍ଭର ନିର୍ଝର ଧନ୍ୟ ହେଉ; ଆଉ, ତୁମ୍ଭେ ଆପଣା ଯୌବନକାଳର ଭାର୍ଯ୍ୟାଠାରେ ଆମୋଦ କର।

Gade chapit la Kopi

ଓଡିଆ ବାଇବେଲ

18 ତୁମ୍ଭର ନିର୍ଝର ଧନ୍ୟ ହେଉ; ଆଉ, ତୁମ୍ଭେ ଆପଣା ଯୌବନକାଳର ଭାର୍ଯ୍ୟାଠାରେ ଆମୋଦ କର।

Gade chapit la Kopi

ପବିତ୍ର ବାଇବଲ

18 ତୁମ୍ଭର ନିର୍ଝର ଆଶୀର୍ବାଦରେ ପ୍ରାପ୍ତ ହେଉ। ତୁମ୍ଭେ ସେହି ସ୍ତ୍ରୀକୁ ଉପଭୋଗ କର ଯାହାକୁ ଯୌବନକାଳରେ ବିବାହ କରିଥିଲ।

Gade chapit la Kopi




ହିତୋପଦେଶ 5:18
8 Referans Kwoze  

ସୂର୍ଯ୍ୟ ତଳେ ପରମେଶ୍ୱର ତୁମ୍ଭକୁ ଅସାର ଆୟୁଷର ଯେତେ ଦିନ ଦେଇଅଛନ୍ତି, ତୁମ୍ଭର ସେହି ଅସାର ଆୟୁଷର ସମସ୍ତ ଦିନ ଆପଣା ପ୍ରିୟତମା ଭାର୍ଯ୍ୟା ସଙ୍ଗେ ଆନନ୍ଦରେ ବାସ କର; କାରଣ ଜୀବନ ମଧ୍ୟରେ ଓ ସୂର୍ଯ୍ୟ ତଳେ ତୁମ୍ଭେ ଯେଉଁ ପରିଶ୍ରମ କରୁଅଛ, ସେହି ପରିଶ୍ରମ ମଧ୍ୟରେ ଏହା ହିଁ ତୁମ୍ଭର ଅଂଶ।


ତୁମ୍ଭେ ଉଦ୍ୟାନସମୂହର ଜଳାକର, ଅମୃତ ଜଳର କୂପ ଓ ଲିବାନୋନରୁ ପ୍ରବାହିତ ସ୍ରୋତ ସଦୃଶ୍ୟ।


ମୋହର ପ୍ରିୟେ, ମୋହର କନ୍ୟା ଏକ ରୁଦ୍ଧ ଉଦ୍ୟାନ; ଏକ ରୁଦ୍ଧ ନିର୍ଝର, ଏକ ମୁଦ୍ରାଙ୍କିତ ଜଳାକାର ସଦୃଶ୍ୟ।


କୌଣସି ବ୍ୟକ୍ତି ନୂତନ ଭାର୍ଯ୍ୟା ଗ୍ରହଣ କଲେ, ସେ ସୈନ୍ୟ ସଙ୍ଗେ ବାହାରକୁ ଯିବ ନାହିଁ, କିଅବା ତାହାକୁ କୌଣସି କର୍ମର ଭାର ଦିଆଯିବ ନାହିଁ; ସେ ଏକ ବର୍ଷ ପର୍ଯ୍ୟନ୍ତ ଆପଣା ଗୃହରେ ନିଷ୍କର୍ମରେ ରହି ଆପଣା ଗୃହୀତା ଭାର୍ଯ୍ୟାର ମନୋରଞ୍ଜନ କରିବ।


ତୁମ୍ଭର ନିର୍ଝର କʼଣ ବାହାରେ ଏଣେତେଣେ ବିସ୍ତାରିତ ହେବ? ଓ ରାଜଦାଣ୍ଡରେ କʼଣ ଜଳସ୍ରୋତ ବହିଯିବ?


ତାହା କେବଳ ତୁମ୍ଭର ହେଉ, ତୁମ୍ଭ ସହିତ ଅପରିଚିତ ଲୋକମାନଙ୍କର ନ ହେଉ।


“ଚୌର୍ଯ୍ୟଜଳ ମିଷ୍ଟ ଓ ଗୋପନ ଅନ୍ନ ସୁସ୍ୱାଦୁ।”


Swiv nou:

Piblisite


Piblisite