Biblia Todo Logo
Bib sou entènèt

- Piblisite -




ହିତୋପଦେଶ 5:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 କିନ୍ତୁ ତାହାର ଶେଷ ଦଶା ନାଗଦଅଣା ନ୍ୟାୟ ପିତା, ଦ୍ୱିଧାର ଖଡ୍ଗ ତୁଲ୍ୟ ତୀକ୍ଷ୍ଣ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 କିନ୍ତୁ ତାହାର ଶେଷ ଦଶା ନାଗଦଅଣା ନ୍ୟାୟ ପିତା, ଦ୍ଵିଧାର ଖଡ଼୍‍ଗ ତୁଲ୍ୟ ତୀକ୍ଷ୍ଣ।

Gade chapit la Kopi

ଓଡିଆ ବାଇବେଲ

4 କିନ୍ତୁ ତାହାର ଶେଷ ଦଶା ନାଗଦଅଣା ନ୍ୟାୟ ପିତା, ଦ୍ୱିଧାର ଖଡ୍ଗ ତୁଲ୍ୟ ତୀକ୍ଷ୍ଣ।

Gade chapit la Kopi

ପବିତ୍ର ବାଇବଲ

4 କିନ୍ତୁ ଶେଷରେ ସେ ତିକ୍ତତା ଓ ଯନ୍ତ୍ରଣା ଆଣିବ। ଯନ୍ତ୍ରଣା ଯାହା ବିଷତୁଲ୍ୟ ଓ ତୀ‌କ୍ଷ୍‌ଣ ଖଣ୍ଡାତୁଲ୍ୟ ଆଘାତ କରେ।

Gade chapit la Kopi




ହିତୋପଦେଶ 5:4
11 Referans Kwoze  

ଆଉ, ମୁଁ ଦେଖୁଅଛି ଯେ, ଯେଉଁ ସ୍ତ୍ରୀର ଅନ୍ତଃକରଣ ଫାନ୍ଦ ଓ ଜାଲ ସ୍ୱରୂପ ଓ ହସ୍ତ ବନ୍ଧନ ସ୍ୱରୂପ, ସେ ମୃତ୍ୟୁୁ ଅପେକ୍ଷା ଅଧିକ ତିକ୍ତ ଅଟେ; ଯେକେହି ପରମେଶ୍ୱରଙ୍କୁ ତୁଷ୍ଟ କରେ, ସେ ତାହାଠାରୁ ରକ୍ଷା ପାଇବ; ମାତ୍ର ପାପୀ ତାହା ଦ୍ୱାରା ଧରାଯିବ।


ମୁଁ ସିଂହମାନଙ୍କ ମଧ୍ୟରେ ଅଛି; ମୁଁ ପ୍ରଜ୍ୱଳିତ ଲୋକମାନଙ୍କ ମଧ୍ୟରେ, ଯେଉଁ ମନୁଷ୍ୟ-ସନ୍ତାନଗଣର ଦନ୍ତ ବର୍ଚ୍ଛା ଓ ତୀର ତୁଲ୍ୟ, ପୁଣି, ଜିହ୍ୱା ତୀକ୍ଷ୍ଣ ଖଡ୍ଗ ତୁଲ୍ୟ, ସେମାନଙ୍କ ମଧ୍ୟରେ ଶୟନ କରେ।


ତାହାର ମୁଖ ଲବଣୀ ତୁଲ୍ୟ ଚିକ୍କଣ, ମାତ୍ର ତାହାର ଅନ୍ତଃକରଣ ଯୁଦ୍ଧପୂର୍ଣ୍ଣ; ତାହାର କଥାସବୁ ତୈଳଠାରୁ କୋମଳ, ତଥାପି ତାହାସବୁ ନିଷ୍କୋଷ ଖଡ୍ଗ ତୁଲ୍ୟ।


କାରଣ ଈଶ୍ବରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟସାଧକ ପୁଣି, ଦ୍ୱିଧାର ଖଡ୍ଗଠାରୁ ତୀକ୍ଷ୍ଣତର, ଆଉ ପ୍ରାଣ ଓ ଆତ୍ମା, ଗ୍ରନ୍ଥି ଓ ମଜ୍ଜାର ବିଚ୍ଛେଦ ପର୍ଯ୍ୟନ୍ତ ପରିଭେଦକ ଏବଂ ହୃଦୟର ଚିନ୍ତା ଓ ଭାବର ସୂକ୍ଷ୍ମ ବିଚାରକ ଅଟେ।


ମାତ୍ର ସେହି ଲୋକ ଜାଣେ ନାହିଁ ଯେ, ମୃତ ଲୋକମାନେ ସେଠାରେ ଥାʼନ୍ତି, ପୁଣି, ତାହାର ନିମନ୍ତ୍ରିତଗଣ ପାତାଳର ଗଭୀର ସ୍ଥାନରେ ଅଛନ୍ତି।


Swiv nou:

Piblisite


Piblisite