Biblia Todo Logo
Bib sou entènèt

- Piblisite -




ହିତୋପଦେଶ 5:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତାହାର ପାଦ ମୃତ୍ୟୁୁ ଆଡ଼କୁ ଓହ୍ଲାଇଯାଏ; ତାହାର ପାଦ ସିଧା କବରରେ ପଡ଼େ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ତାହାର ପାଦ ମୃତ୍ୟୁ ଆଡ଼କୁ ଓହ୍ଲାଇ ଯାଏ; ତାହାର ପାଦବିକ୍ଷେପ ପାତାଳରେ ପଡ଼େ;

Gade chapit la Kopi

ଓଡିଆ ବାଇବେଲ

5 ତାହାର ପାଦ ମୃତ୍ୟୁୁ ଆଡ଼କୁ ଓହ୍ଲାଇ ଯାଏ; ତାହାର ପାଦ ସିଧା କବରରେ ପଡ଼େ;

Gade chapit la Kopi

ପବିତ୍ର ବାଇବଲ

5 ସେ ହେଉଛି ମୃତ୍ୟୁର ପଥ, ସେ ତୁମ୍ଭକୁ ସିଧା କବର ପାଖକୁ ନେଇଯିବ।

Gade chapit la Kopi




ହିତୋପଦେଶ 5:5
6 Referans Kwoze  

ତାହାର ଗୃହ ପାତାଳକୁ ଯିବାର ବାଟ, ଯାହା ମୃତ୍ୟୁର ଆଳୟକୁ ଯାଏ।


ସେଥିରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଗୋଟିଏ ପାଣ୍ଡୁ‌ ବର୍ଣ୍ଣ ଅଶ୍ୱ, ତାହାର ଆରୋହୀ ନାମ ମୃତ୍ୟୁ, ପୁଣି, ପାତାଳ ତାହାର ପଶ୍ଚାଦ୍‍ଗମନ କରୁଥିଲା; ଖଡ୍ଗ, ଦୁର୍ଭିକ୍ଷ, ମହାମାରୀ ଓ ପୃଥିବୀର ବନ୍ୟ-ପଶୁମାନଙ୍କ ଦ୍ୱାରା ବିନାଶ କରିବାକୁ ପୃଥିବୀର ଚାରି ଭାଗ ଉପରେ ସେମାନଙ୍କୁ କ୍ଷମତା ଦିଆଗଲା।


ହେ ମୋହର ପୁତ୍ର, ତୁମ୍ଭେ ଆପଣା ପିତାର ଆଜ୍ଞା ପାଳନ କର, ପୁଣି, ଆପଣା ମାତାର ଆଦେଶ ପରିତ୍ୟାଗ କର ନାହିଁ।


ହେ ମୋହର ପୁତ୍ର, ମୋହର କଥାସବୁ ପାଳନ କର ଓ ମୋହର ଆଜ୍ଞାସବୁ ଆପଣା ହୃଦୟରେ ସଞ୍ଚୟ କରି ରଖ।


ଆଉ, ମୁଁ ଦେଖୁଅଛି ଯେ, ଯେଉଁ ସ୍ତ୍ରୀର ଅନ୍ତଃକରଣ ଫାନ୍ଦ ଓ ଜାଲ ସ୍ୱରୂପ ଓ ହସ୍ତ ବନ୍ଧନ ସ୍ୱରୂପ, ସେ ମୃତ୍ୟୁୁ ଅପେକ୍ଷା ଅଧିକ ତିକ୍ତ ଅଟେ; ଯେକେହି ପରମେଶ୍ୱରଙ୍କୁ ତୁଷ୍ଟ କରେ, ସେ ତାହାଠାରୁ ରକ୍ଷା ପାଇବ; ମାତ୍ର ପାପୀ ତାହା ଦ୍ୱାରା ଧରାଯିବ।


Swiv nou:

Piblisite


Piblisite