Biblia Todo Logo
Bib sou entènèt

- Piblisite -




ହିତୋପଦେଶ 5:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏଣୁ ସେ ଜୀବନର ସମାନ ପଥ ପାଏ ନାହିଁ; ତାହାର ପଥସବୁ ଚଞ୍ଚଳ, ଆଉ ସେ ତାହା ଜାଣେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଏଣୁ ସେ ଜୀବନର ସମାନ ପଥ ପାଏ ନାହିଁ; ତାହାର ପଥସବୁ ଚଞ୍ଚଳ, ଆଉ ସେ ତାହା ଜାଣେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

6 ଏଣୁ ସେ ଜୀବନର ସମାନ ପଥ ପାଏ ନାହିଁ; ତାହାର ପଥସବୁ ଚଞ୍ଚଳ, ଆଉ ସେ ତାହା ଜାଣେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

6 ତା'ର ପଥ ଅନୁସରଣ କର ନାହିଁ। କାରଣ ସେ ଜାଣେ ନାହିଁ ଯେ ସେ ନିଜେ ପଥ ହରାଉଛି। ସାବଧାନ! ତୁମ୍ଭେ ଜୀବନର ପଥକୁ ଅନୁସରଣ କର।

Gade chapit la Kopi




ହିତୋପଦେଶ 5:6
12 Referans Kwoze  

ତୁମ୍ଭେ ଆପଣା ପାଦ ସଳଖ କରି ପକାଅ ଓ ତୁମ୍ଭର ସବୁ ପଥ ସ୍ଥିରୀକୃତ ହେଉ।


ତୁମ୍ଭେ ମୋତେ ଜୀବନର ପଥ ଦେଖାଇବ; ତୁମ୍ଭ ସମ୍ମୁଖରେ ଆନନ୍ଦର ପୂର୍ଣ୍ଣତା ଥାଏ; ତୁମ୍ଭ ଦକ୍ଷିଣ ପାଖରେ ନିତ୍ୟ ସୁଖଭୋଗ ଥାଏ।


ସେହି ପ୍ରକାର ବ୍ୟଭିଚାରିଣୀ ସ୍ତ୍ରୀର ଗତି, ସେ ଖାଇ ମୁହଁ ପୋଛି ଦିଏ ଓ କହେ, ଆମ୍ଭେ କିଛି ଅଧର୍ମ କରି ନାହୁଁ।


ଯେହେତୁ ମନୁଷ୍ୟର ସବୁ ଗତି ସଦାପ୍ରଭୁଙ୍କର ଦୃଷ୍ଟିଗୋଚର ଅଟେ ଓ ସେ ତାହାର ସବୁ ପଥ ସମାନ କରନ୍ତି।


ମୁଁ ଆପଣା ଗତିସବୁ ବିବେଚନା କଲି ଓ ତୁମ୍ଭ ପ୍ରମାଣ-ବାକ୍ୟ ଆଡ଼େ ଆପଣା ପାଦ ଫେରାଇଲି।


ଯେଉଁ ଲୋକ ଧାର୍ମିକତାରେ ଅଟଳ ଥାଏ, ସେ ଜୀବନ ପାଇବ; ପୁଣି, କୁକର୍ମର ପଛେ ଯେ ଧାଏଁ, ସେ ଆପଣା ମୃତ୍ୟୁୁ ଘଟାଏ।


ସେମାନଙ୍କର ଚକ୍ଷୁ ବ୍ୟଭିଚାରିଣୀ ସ୍ତ୍ରୀରେ ପରିପୂର୍ଣ୍ଣ ହୋଇ ପାପରୁ କ୍ଷାନ୍ତ ହୁଏ ନାହିଁ, ସେମାନେ ଚଞ୍ଚଳମତି ଲୋକମାନଙ୍କୁ ପ୍ରଲୋଭିତ କରନ୍ତି, ସେମାନଙ୍କର ହୃଦୟ ଧନଲୋଭରେ ଅଭ୍ୟସ୍ତ, ସେମାନେ ଅଭିଶାପର ସନ୍ତାନ,


ଏପରି ପରସ୍ତ୍ରୀଠାରୁ ତୁମ୍ଭର ଉଦ୍ଧାର ହେବ।


ଅଜ୍ଞାନା ସ୍ତ୍ରୀଲୋକ କଳିହୁଡ଼ୀ; ସେ ଅବୋଧ ଓ କିଛି ଜାଣେ ନାହିଁ।


Swiv nou:

Piblisite


Piblisite