Biblia Todo Logo
Bib sou entènèt

- Piblisite -




ହିତୋପଦେଶ 5:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତାହା (ସେହି ସ୍ତ୍ରୀ) ଠାରୁ ଆପଣା ପଥ ଦୂରରେ ରଖ ଏବଂ ତାହାର ଗୃହର ଦ୍ୱାର ନିକଟକୁ ଯାଅ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ତାହା (ସେହି ସ୍ତ୍ରୀ) ଠାରୁ ଆପଣା ପଥ ଦୂରରେ ରଖ ଏବଂ ତାହାର ଗୃହଦ୍ଵାର ନିକଟକୁ ଯାଅ ନାହିଁ।

Gade chapit la Kopi

ଓଡିଆ ବାଇବେଲ

8 ତାହା (ସେହି ସ୍ତ୍ରୀ) ଠାରୁ ଆପଣା ପଥ ଦୂରରେ ରଖ ଏବଂ ତାହାର ଗୃହର ଦ୍ୱାର ନିକଟକୁ ଯାଅ ନାହିଁ।

Gade chapit la Kopi

ପବିତ୍ର ବାଇବଲ

8 ସେହି ସ୍ତ୍ରୀଠାରୁ ତୁମ୍ଭେ ଦୂରେଇ ରୁହ। ଏପରିକି ତା'ର ଗୃହର ଦ୍ୱାର ନିକଟକୁ ମଧ୍ୟ ଯାଅ ନାହିଁ।

Gade chapit la Kopi




ହିତୋପଦେଶ 5:8
9 Referans Kwoze  

ତୁମ୍ଭର ଚିତ୍ତ ତାହାର ମାର୍ଗରେ ନ ଯାଉ, ତୁମ୍ଭେ ତାହାର ପଥରେ ବିପଥଗାମୀ ହୁଅ ନାହିଁ।


ଅନ୍ଧକାରର ନିଷ୍ଫଳ କର୍ମସବୁର ସହଭାଗୀ ହୁଅ ନାହିଁ, ବରଂ ସେସବୁର ଦୋଷ ହିଁ ଦେଖାଇଦିଅ;


ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ, ମାତ୍ର ମନ୍ଦରୁ ରକ୍ଷା କର। [ଯେଣୁ ରାଜ୍ୟ, ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର। ଆମେନ୍।]’


ତାହା ପରିତ୍ୟାଗ କର, ତହିଁର ନିକଟ ଦେଇ ଯାଅ ନାହିଁ; ତହିଁରୁ ବିମୁଖ ହୋଇ ଚାଲିଯାଅ।


କେଜାଣି ତୁମ୍ଭେ ଅନ୍ୟମାନଙ୍କୁ ଆପଣା ଇଜ୍ଜତ ଓ ନିର୍ଦ୍ଦୟ ଲୋକଙ୍କୁ ଆପଣାର ପରମାୟୁ ଦେବ;


ସେ ଆପଣା ଗୃହର ଦ୍ୱାର ନିକଟରେ ଓ ନଗରର ଉଚ୍ଚସ୍ଥାନରେ ଆସନ ପାରି ବସେ।


କୁକର୍ମୀମାନଙ୍କ ପଥ ମଧ୍ୟରେ ପ୍ରବେଶ କର ନାହିଁ ଏବଂ ଦୁଷ୍ଟ ଲୋକମାନଙ୍କ ବାଟରେ ଚାଲ ନାହିଁ।


ବ୍ୟଭିଚାରିଣୀର ଗୃହକୋଣ ନିକଟସ୍ଥ ଗଳି ଦେଇ ଯାଉ ଯାଉ ତାହାର ଗୃହକୁ ଯିବା ପଥରେ ଚାଲିଲା।


Swiv nou:

Piblisite


Piblisite