Biblia Todo Logo
Bib sou entènèt

- Piblisite -




ହିତୋପଦେଶ 6:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହେ ମୋହର ପୁତ୍ର, ଯଦି ତୁମ୍ଭେ ଆପଣା ପ୍ରତିବାସୀର ବନ୍ଧକ ହୋଇଥାଅ, ଯଦି ପର ପାଇଁ ହାତ ଦେଇଥାଅ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ହେ ମୋହର ପୁତ୍ର, ଯେବେ ତୁମ୍ଭେ ଆପଣା ପ୍ରତିବାସୀର ଲଗା ହୋଇଥାଅ, ଯେବେ ପର ପାଇଁ ହାତ ଦେଇଥାଅ,

Gade chapit la Kopi

ଓଡିଆ ବାଇବେଲ

1 ହେ ମୋହର ପୁତ୍ର, ଯଦି ତୁମ୍ଭେ ଆପଣା ପ୍ରତିବାସୀର ବନ୍ଧକ ହୋଇଥାଅ, ଯଦି ପର ପାଇଁ ହାତ ଦେଇଥାଅ,

Gade chapit la Kopi

ପବିତ୍ର ବାଇବଲ

1 ହେ ମୋର ପୁତ୍ର, ଅନ୍ୟ ଲୋକର ଋଣରେ ତୁମ୍ଭେ ମଧ୍ୟସ୍ଥି ହୁଅ ନାହିଁ। ଅନ୍ୟର ଋଣ ପରିଶୋଧ କରିବା ପାଇଁ ପ୍ରତିଜ୍ଞା କର ନାହିଁ। ସେ ସାଙ୍ଗ ହେଉ କି ଜଣେ ଅଜଣା ଆଗନ୍ତୁକ ହେଉ?

Gade chapit la Kopi




ହିତୋପଦେଶ 6:1
12 Referans Kwoze  

ଯେଉଁମାନେ ହାତରେ ତାଳି ଦିଅନ୍ତି ଅବା ଋଣୀର ଲଗା ହୁଅନ୍ତି, ସେମାନଙ୍କ ମଧ୍ୟରେ ତୁମ୍ଭେ ଜଣେ ହୁଅ ନାହିଁ।


ନିର୍ବୋଧ ଲୋକ ହାତ ଦେଇ ଆପଣା ପ୍ରତିବାସୀ ସାକ୍ଷାତରେ ଲଗା ହୁଏ।


ଅଜଣା ଲୋକ ପାଇଁ ଯେ ମଧ୍ୟସ୍ଥ ହୁଏ, ସେ ଅବଶ୍ୟ କ୍ଳେଶ ପାଏ; ମାତ୍ର ମଧ୍ୟସ୍ଥ ହେବାକୁ ଯେ ଘୃଣା କରେ, ସେ ନିରାପଦରେ ଥାଏ।


ଅପରିଚିତ ଲୋକ ପାଇଁ ଯେ ଲଗା ହୁଏ, ତାହାର ବସ୍ତ୍ର ନିଅ; ପୁଣି, ଯେକେହି ବିଦେଶୀ ଲୋକଙ୍କ ନିମନ୍ତେ ଜାମିନ୍‍ ହୁଏ, ତାହାକୁ ବନ୍ଧକ ରଖ।


ସେହି ପ୍ରକାରେ ଯୀଶୁ ଶ୍ରେଷ୍ଠତର ନିୟମର ମଧ୍ୟସ୍ଥ ହୋଇଅଛନ୍ତି।


ଅପରିଚିତ ଲୋକ ପାଇଁ ଯେ ଲଗା ହୁଏ, ତାହାର ବସ୍ତ୍ର ନିଅ; ପୁଣି, ଯେ ପରସ୍ତ୍ରୀ ପାଇଁ ଜାମିନ୍‍ ହୁଏ, ତାହାକୁ ବନ୍ଧକ ରଖ।


ହେ ପରମେଶ୍ୱର ବିନୟ କରୁଅଛି, ପ୍ରତିନିଧି ଦିଅ, ଆପଣା ନିକଟରେ ଆପେ ମୋʼ ପାଇଁ ଲଗା ହୁଏ; ଆଉ କିଏ ମୋʼ ହାତରେ ହାତ ଦେବ?


ମୁଁ ତାହାର ଲଗା ହେଲି, ମୋʼ ହସ୍ତରୁ ତାକୁ ବୁଝି ନେବ; ମୁଁ ଯଦି ତାକୁ ଆଣି ତୁମ୍ଭ ସମ୍ମୁଖରେ ନ ରଖେ, ତେବେ ସେହି ଦୋଷ ସର୍ବଦା ମୋʼ ଉପରେ ବର୍ତ୍ତିବ।


ତେବେ ତୁମ୍ଭେ ଆପଣା ମୁଖର ବାକ୍ୟରୂପ ଫାନ୍ଦରେ ପଡ଼ିଅଛ ଓ ଆପଣା ମୁଖର କଥାରେ ଧରା ଯାଇଅଛ।


କାରଣ ତୁମ୍ଭେ ଆପଣା ଲୋକ ଯାକୁବ ବଂଶକୁ ପରିତ୍ୟାଗ କରିଅଛ, ଯେହେତୁ ସେମାନେ ପୂର୍ବଦେଶୀୟ ଆଚାରରେ ପରିପୂର୍ଣ୍ଣ ଓ ପଲେଷ୍ଟୀୟମାନଙ୍କ ନ୍ୟାୟ ଗଣକ ହୋଇଅଛନ୍ତି, ପୁଣି, ସେମାନେ ବିଦେଶୀୟ ସନ୍ତାନଗଣ ସହିତ ହସ୍ତ ତାଳି ଦିଅନ୍ତି।


Swiv nou:

Piblisite


Piblisite