Biblia Todo Logo
Bib sou entènèt

- Piblisite -




ହିତୋପଦେଶ 6:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆଉ ଟିକିଏ ଶୋଇଲେ, ଆଉ ଟିକିଏ ଢୁଳାଇଲେ, ଆଉ ଟିକିଏ ନିଦ୍ରା ଯିବା ପାଇଁ ହାତ ଭିଡ଼ିମୋଡ଼ି ହେଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଆଉ ଟିକିଏ ଶୋଇଲେ, ଆଉ ଟିକିଏ ଢୁଳାଇଲେ, ଆଉ ଟିକିଏ ନିଦ୍ରାଯିବା ପାଇଁ ହାତ ଭିଡ଼ିମୋଡ଼ି ହେଲେ,

Gade chapit la Kopi

ଓଡିଆ ବାଇବେଲ

10 ଆଉ ଟିକିଏ ଶୋଇଲେ, ଆଉ ଟିକିଏ ଢୁଳାଇଲେ, ଆଉ ଟିକିଏ ନିଦ୍ରା ଯିବା ପାଇଁ ହାତ ଭିଡ଼ିମୋଡ଼ି ହେଲେ,

Gade chapit la Kopi

ପବିତ୍ର ବାଇବଲ

10 ଅଳସୁଆମାନେ କହନ୍ତି, “ଆଉ ଟିକିଏ ଶୋଇବି, ଆଉ ଟିକିଏ ଢୁଳାଏ। ଆଉ ଟିକିଏ ନିଦ୍ରା ଯିବା ପାଇଁ ଭିଡ଼ିମୋଡ଼ି ହୁଏ।”

Gade chapit la Kopi




ହିତୋପଦେଶ 6:10
8 Referans Kwoze  

ହେ ଅଳସୁଆ, ତୁମ୍ଭେ ପିମ୍ପୁଡ଼ି ପାଖକୁ ଯାଅ, ତାହାର କ୍ରିୟା ବିବେଚନା କର ଓ ଜ୍ଞାନୀ ହୁଅ।


ହେ ଅଳସୁଆ, ତୁମ୍ଭେ କେତେ କାଳ ଶୋଇ ରହିଥିବ? ତୁମ୍ଭେ କେତେବେଳେ ନିଦ୍ରା ଭାଙ୍ଗି ଉଠିବ?


ଆଳସ୍ୟ ଘୋର ନିଦ୍ରାରେ ପକାଏ; ପୁଣି, ଅଳସ ପ୍ରାଣୀ କ୍ଷୁଧା ଭୋଗ କରିବ।


ନିଦ୍ରାକୁ ଭଲ ପାଅ ନାହିଁ, ନୋହିଲେ ତୁମ୍ଭେ ଦରିଦ୍ର ହେବ; ତୁମ୍ଭ ଚକ୍ଷୁ ଫିଟାଅ, ତହିଁରେ ତୁମ୍ଭେ ଖାଦ୍ୟରେ ପରିତୃପ୍ତ ହେବ।


କାରଣ ମତୁଆଳା ଓ ପେଟୁକ ଦରିଦ୍ର ହେବେ; ପୁଣି ଘୁମା, ମନୁଷ୍ୟକୁ ଚିରାକନା ପିନ୍ଧାଇବ।


ମୂର୍ଖ ଆପଣା ହସ୍ତ ଏକତ୍ର ମୁଠା କରି ଆପଣା ମାଂସ ଭୋଜନ କରେ।


Swiv nou:

Piblisite


Piblisite