Biblia Todo Logo
Bib sou entènèt

- Piblisite -




ହିତୋପଦେଶ 6:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତୁମ୍ଭର ଦରିଦ୍ରାବସ୍ଥା ଖଣ୍ଟ ପରି, ପୁଣି, ତୁମ୍ଭର ଦୀନତା ସସଜ୍ଜ ଲୋକ ପରି ଉପସ୍ଥିତ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ତୁମ୍ଭର ଦରିଦ୍ରାବସ୍ଥା ଖଣ୍ଟ ପରି, ପୁଣି ତୁମ୍ଭର ଦୀନତା ସସଜ୍ଜ ଲୋକ ପରି ଉପସ୍ଥିତ ହେବ।

Gade chapit la Kopi

ଓଡିଆ ବାଇବେଲ

11 ତୁମ୍ଭର ଦରିଦ୍ରାବସ୍ଥା ଖଣ୍ଟ ପରି, ପୁଣି, ତୁମ୍ଭର ଦୀନତା ସସଜ୍ଜ ଲୋକ ପରି ଉପସ୍ଥିତ ହେବ।

Gade chapit la Kopi

ପବିତ୍ର ବାଇବଲ

11 କିନ୍ତୁ ସେ ଶୋଇ ରହେ ଓ ଆଉ ଶୋଇ ରହେ। ସେ ଦରିଦ୍ରରୁ ଦରିଦ୍ରତର ହୋଇଯାଏ। ଖୁବ୍ ଶୀଘ୍ର ତା'ର ଆଉ କିଛି ନ ଥାଏ। ଅଳସୁଆମୀ ଖଣ୍ଟ ପରି ତୁମ୍ଭର ସମସ୍ତ ଧନ ଏକାଥରେ ଛଡ଼ାଇ ନେବ।

Gade chapit la Kopi




ହିତୋପଦେଶ 6:11
9 Referans Kwoze  

ଅଳସୁଆ ମନରେ ବାଞ୍ଛା କଲେ ହେଁ କିଛି ପାଏ ନାହିଁ, ମାତ୍ର କର୍ମଶୀଳ ପ୍ରାଣ ହୃଷ୍ଟପୁଷ୍ଟ ହେବ।


ତୁମ୍ଭର ଦରିଦ୍ରାବସ୍ଥା ଖଣ୍ଟ ପରି, ପୁଣି, ତୁମ୍ଭ ଦୀନତା ସସଜ୍ଜ ଲୋକ ପରି ଉପସ୍ଥିତ ହେବ।


ଅଳସୁଆ ଶୀତ ସକାଶୁ ହଳ ବୁଲାଏ ନାହିଁ; ଏଣୁ ଶସ୍ୟ ସମୟରେ ସେ ଖୋଜିଲେ ହେଁ କିଛି ପାଏ ନାହିଁ।


ଯେଉଁ ଲୋକ ଶିଥିଳ ହସ୍ତରେ କର୍ମ କରେ, ସେ ଦରିଦ୍ର ହୁଅଇ; ମାତ୍ର କର୍ମଶୀଳର ହସ୍ତ ଧନବାନ କରେ।


କାରଣ ମତୁଆଳା ଓ ପେଟୁକ ଦରିଦ୍ର ହେବେ; ପୁଣି ଘୁମା, ମନୁଷ୍ୟକୁ ଚିରାକନା ପିନ୍ଧାଇବ।


ଆଳସ୍ୟ ଘୋର ନିଦ୍ରାରେ ପକାଏ; ପୁଣି, ଅଳସ ପ୍ରାଣୀ କ୍ଷୁଧା ଭୋଗ କରିବ।


ନିଦ୍ରାକୁ ଭଲ ପାଅ ନାହିଁ, ନୋହିଲେ ତୁମ୍ଭେ ଦରିଦ୍ର ହେବ; ତୁମ୍ଭ ଚକ୍ଷୁ ଫିଟାଅ, ତହିଁରେ ତୁମ୍ଭେ ଖାଦ୍ୟରେ ପରିତୃପ୍ତ ହେବ।


ଆଉ ଟିକିଏ ଶୋଇଲେ, ଆଉ ଟିକିଏ ଢୁଳାଇଲେ, ଆଉ ଟିକିଏ ନିଦ୍ରା ଯିବା ପାଇଁ ହାତ ଭିଡ଼ିମୋଡ଼ି ହେଲେ,


ମୂର୍ଖ ଆପଣା ହସ୍ତ ଏକତ୍ର ମୁଠା କରି ଆପଣା ମାଂସ ଭୋଜନ କରେ।


Swiv nou:

Piblisite


Piblisite