Biblia Todo Logo
Bib sou entènèt

- Piblisite -




ହିତୋପଦେଶ 6:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ହେ ମୋହର ପୁତ୍ର, ତୁମ୍ଭେ ଏବେ ଏହି କର୍ମ କର, ଆପଣାକୁ ଉଦ୍ଧାର କର; ଯେହେତୁ ତୁମ୍ଭେ ଆପଣା ବନ୍ଧୁର ହସ୍ତଗତ ହୋଇଅଛ; ଯାଅ, ଆପଣାକୁ ନମ୍ର କରି ତୁମ୍ଭ ପ୍ରତିବାସୀକୁ ବାରମ୍ବାର ବିନତି କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ହେ ମୋହର ପୁତ୍ର, ତୁମ୍ଭେ ଏବେ ଏହି କର୍ମ କର, ଆପଣାକୁ ଉଦ୍ଧାର କର; ଯେହେତୁ ତୁମ୍ଭେ ଆପଣା ବନ୍ଧୁର ହସ୍ତଗତ ହୋଇଅଛ; ଯାଅ, ଆପଣାକୁ ନମ୍ର କରି ତୁମ୍ଭ ପ୍ରତିବାସୀକି ବାରମ୍ଵାର ବିନତି କର।

Gade chapit la Kopi

ଓଡିଆ ବାଇବେଲ

3 ହେ ମୋହର ପୁତ୍ର, ତୁମ୍ଭେ ଏବେ ଏହି କର୍ମ କର, ଆପଣାକୁ ଉଦ୍ଧାର କର; ଯେହେତୁ ତୁମ୍ଭେ ଆପଣା ବନ୍ଧୁର ହସ୍ତଗତ ହୋଇଅଛ; ଯାଅ, ଆପଣାକୁ ନମ୍ର କରି ତୁମ୍ଭ ପ୍ରତିବାସୀକୁ ବାରମ୍ବାର ବିନତି କର।

Gade chapit la Kopi

ପବିତ୍ର ବାଇବଲ

3 ତୁମ୍ଭେ ଆପଣାକୁ ଏଥିରୁ ଉଦ୍ଧାର କର। ଯେହେତୁ ତୁମ୍ଭେ ଆପଣା ବନ୍ଧୁର ହସ୍ତଗତ ହୋଇଅଛ। ଯାଅ ଆପଣାକୁ ନମ୍ରକରି ତୁମ୍ଭ ପ୍ରତିବାସୀକି ବାରମ୍ବାର ବିନତି କର। ସେ ଋଣରୁ ତୁମ୍ଭକୁ ମୁକ୍ତ କରୁ।

Gade chapit la Kopi




ହିତୋପଦେଶ 6:3
8 Referans Kwoze  

ପ୍ରଭୁଙ୍କ ଛାମୁରେ ଆପଣା ଆପଣାକୁ ନତ କର, ତାହାହେଲେ ସେ ତୁମ୍ଭମାନଙ୍କୁ ଉନ୍ନତ କରିବେ।


ପୁଣି, ଶତ୍ରୁ ହସ୍ତରେ ତୁମ୍ଭେ ମୋତେ ବନ୍ଦ କରି ନାହଁ; ତୁମ୍ଭେ ପ୍ରଶସ୍ତ ସ୍ଥାନରେ ମୋର ଚରଣ ସ୍ଥାପନ କରିଅଛ।


ପୁଣି, ସେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ କୁକର୍ମ କଲେ; ସେ ସଦାପ୍ରଭୁଙ୍କ ମୁଖନିର୍ଗତ ବାକ୍ୟର ପ୍ରକାଶକ ଯିରିମୀୟ ଭବିଷ୍ୟଦ୍‍ବକ୍ତା ସମ୍ମୁଖରେ ଆପଣାକୁ ନମ୍ର କଲେ ନାହିଁ।


ତହିଁରେ ଶମୟୀୟ ଭବିଷ୍ୟଦ୍‍ବକ୍ତା, ଶୀଶକ୍‍ ସକାଶୁ ଯିରୂଶାଲମରେ ଏକତ୍ରିତ ରିହବୀୟାମ ଓ ଯିହୁଦାର ଅଧିପତିମାନଙ୍କ ନିକଟକୁ ଆସି ସେମାନଙ୍କୁ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆମ୍ଭକୁ ପରିତ୍ୟାଗ କରିଅଛ, ଏହେତୁ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କୁ ଶୀଶକ୍‍ ହସ୍ତରେ ଛାଡ଼ିଦେଲୁ।”


ତହିଁରେ ଦାଉଦ ଗାଦ୍‍କୁ କହିଲେ, “ମୁଁ ବଡ଼ ଅକଳରେ ପଡ଼ିଲି, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ହସ୍ତରେ ପଡ଼ୁ; କାରଣ ତାହାଙ୍କ ଦୟା ପ୍ରଚୁର; ମାତ୍ର ମୁଁ ମନୁଷ୍ୟ ହସ୍ତରେ ନ ପଡ଼େ।”


ସେତେବେଳେ ମୋଶା ଓ ହାରୋଣ ଫାରୋଙ୍କ ନିକଟକୁ ଯାଇ କହିଲେ, “ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର କହନ୍ତି, ‘ତୁମ୍ଭେ ଆମ୍ଭ ସାକ୍ଷାତରେ ନମ୍ର ହେବାକୁ କେତେ କାଳ ନାସ୍ତି କରିବ? ଆମ୍ଭର ସେବା କରିବା ନିମନ୍ତେ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।


ତେବେ ତୁମ୍ଭେ ଆପଣା ମୁଖର ବାକ୍ୟରୂପ ଫାନ୍ଦରେ ପଡ଼ିଅଛ ଓ ଆପଣା ମୁଖର କଥାରେ ଧରା ଯାଇଅଛ।


ତୁମ୍ଭେ ଆପଣା ଚକ୍ଷୁକୁ ନିଦ୍ରା ଯିବାକୁ ଦିଅ ନାହିଁ, କିଅବା ଆପଣା ଚକ୍ଷୁର ପତାକୁ ଢୁଳାଇବାକୁ ଦିଅ ନାହିଁ।


Swiv nou:

Piblisite


Piblisite