Biblia Todo Logo
Bib sou entènèt

- Piblisite -




ହିତୋପଦେଶ 6:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଆପଣାକୁ ହରିଣ ପରି ବ୍ୟାଧର ହାତରୁ, ପକ୍ଷୀ ପରି ଜାଲିଆର ହାତରୁ ଉଦ୍ଧାର କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଆପଣାକୁ ହରିଣ ପରି ବ୍ୟାଧର ହାତରୁ, ପକ୍ଷୀ ପରି ଜାଲିଆର ହାତରୁ ଉଦ୍ଧାର କର।

Gade chapit la Kopi

ଓଡିଆ ବାଇବେଲ

5 ଆପଣାକୁ ହରିଣ ପରି ବ୍ୟାଧର ହାତରୁ, ପକ୍ଷୀ ପରି ଜାଲିଆର ହାତରୁ ଉଦ୍ଧାର କର।

Gade chapit la Kopi

ପବିତ୍ର ବାଇବଲ

5 ଆପଣାକୁ ଉଦ୍ଧାର କର, ଯେପରି ହରିଣ ବ୍ୟାଧଠାରୁ ଦୌଡ଼ି ପଳାଏ ଓ ପକ୍ଷୀମାନେ ଫାସରୁ ଉଡ଼ିଯାଆନ୍ତି।

Gade chapit la Kopi




ହିତୋପଦେଶ 6:5
6 Referans Kwoze  

କାରଣ ସେ ତୁମ୍ଭକୁ ବ୍ୟାଧର ଫାନ୍ଦରୁ ଓ ସର୍ବନାଶକ ମହାମାରୀରୁ ରକ୍ଷା କରିବେ।


ବ୍ୟାଧର ଫାନ୍ଦରୁ ପକ୍ଷୀ ପରି ଆମ୍ଭମାନଙ୍କ ପ୍ରାଣ ରକ୍ଷା ପାଇଅଛି; ଫାନ୍ଦ ଛିଣ୍ଡିଗଲା, ଆମ୍ଭେମାନେ ରକ୍ଷା ପାଇଲୁ।


କୌଣସି ପକ୍ଷୀର ଆଖି ଆଗରେ ଜାଲ ପାତିବା ନିତାନ୍ତ ବ୍ୟର୍ଥ ହୁଏ।


ମୁଁ ସଦାପ୍ରଭୁଙ୍କଠାରେ ଶରଣ ନିଏ; ତୁମ୍ଭେମାନେ କିପରି ମୋʼ ପ୍ରାଣକୁ କହୁଅଛ, “ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ?”


ହେ ଯିରୂଶାଲମର କନ୍ୟାଗଣ, ମୁଁ ତୁମ୍ଭମାନଙ୍କୁ କ୍ଷେତ୍ରସ୍ଥିତ ହରିଣୀ ଓ ମୃଗୀଗଣର ଶପଥ ଦେଉଅଛି ଯେ, ପ୍ରେମର ବାସନା ନୋହିବା ପର୍ଯ୍ୟନ୍ତ ତୁମ୍ଭେମାନେ ପ୍ରେମକୁ ଜଗାଅ ନାହିଁ, କି ଉତ୍ତେଜନା କର ନାହିଁ।


ମୋହର ପ୍ରିୟତମ ହରିଣ ଓ ତରୁଣ ମୃଗ ତୁଲ୍ୟ; ଦେଖ, ସେ ଆମ୍ଭମାନଙ୍କ ପ୍ରାଚୀର ପଛେ ଠିଆ ହେଉଅଛନ୍ତି, ସେ ଝରକାରେ ଅନାଉଅଛନ୍ତି, ସେ ଜାଲି ପରଦା ବାଟେ ଆପଣାକୁ ଦେଖାଉ ଅଛନ୍ତି।


Swiv nou:

Piblisite


Piblisite