Biblia Todo Logo
Bib sou entènèt

- Piblisite -




ହିତୋପଦେଶ 6:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁଣି, ଫସଲ ସମୟରେ ଆହାର ସଞ୍ଚୟ କରେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ପୁଣି ଫସଲ ସମୟରେ ଆହାର ସଞ୍ଚୟ କରେ।

Gade chapit la Kopi

ଓଡିଆ ବାଇବେଲ

8 ପୁଣି, ଫସଲ ସମୟରେ ଆହାର ସଞ୍ଚୟ କରେ।

Gade chapit la Kopi

ପବିତ୍ର ବାଇବଲ

8 ସେମାନେ ଗ୍ରୀଷ୍ମକାଳରେ ଖାଦ୍ୟକୁ ଏକତ୍ର କରନ୍ତି ଏବଂ ଶୀତକାଳରେ ପ୍ରଚୁର ପରିମାଣରେ ସେମାନେ ଖାଦ୍ୟ ସଂଗୃହୀତ କରିଥା’ନ୍ତି।

Gade chapit la Kopi




ହିତୋପଦେଶ 6:8
5 Referans Kwoze  

ଗ୍ରୀଷ୍ମକାଳରେ ଯେ ସଞ୍ଚୟ କରେ, ସେ ବୁଦ୍ଧିମାନ ପୁତ୍ର; ମାତ୍ର ଫସଲ ସମୟରେ ଯେ ନିଦ୍ରିତ ଥାଏ, ସେହି ପୁତ୍ର ଲଜ୍ଜାଜନକ।


ଏହି ପ୍ରକାର କଲେ ସେମାନେ ଭାବୀ ଜୀବନ ନିମନ୍ତେ ପ୍ରକୃତ ମୂଳଧନ ଆପଣା ଆପଣା ପାଇଁ ସଞ୍ଚୟ କରିବେ, ଯେପରି ପ୍ରକୃତ ଜୀବନ ପ୍ରାପ୍ତ ହୁଅନ୍ତି।


ପିମ୍ପୁଡ଼ିଗଣ ଦୁର୍ବଳ ଜାତି, ତଥାପି ଗ୍ରୀଷ୍ମକାଳରେ ଆହାର ସଞ୍ଚୟ କରନ୍ତି।


ହେ ଅଳସୁଆ, ତୁମ୍ଭେ କେତେ କାଳ ଶୋଇ ରହିଥିବ? ତୁମ୍ଭେ କେତେବେଳେ ନିଦ୍ରା ଭାଙ୍ଗି ଉଠିବ?


ପୁଣି, ଛେଳିଦୁଧ ତୁମ୍ଭର ଓ ତୁମ୍ଭ ପରିବାରର ଭକ୍ଷ୍ୟ ପାଇଁ ଯଥେଷ୍ଟ ହେବ; ଆଉ, ତୁମ୍ଭ ଦାସୀମାନଙ୍କ ପାଇଁ ଉପଜୀବିକା ହେବ।


Swiv nou:

Piblisite


Piblisite