ହିତୋପଦେଶ 7:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ମୋହର ପୁତ୍ର, ମୋହର କଥାସବୁ ପାଳନ କର ଓ ମୋହର ଆଜ୍ଞାସବୁ ଆପଣା ହୃଦୟରେ ସଞ୍ଚୟ କରି ରଖ। Gade chapit laପବିତ୍ର ବାଇବଲ (Re-edited) - (BSI)1 ହେ ମୋହର ପୁତ୍ର, ମୋହର କଥାସବୁ ପାଳନ କର ଓ ମୋହର ଆଜ୍ଞାସବୁ ଆପଣା ନିକଟରେ ସଞ୍ଚୟ କରି ରଖ। Gade chapit laଓଡିଆ ବାଇବେଲ1 ହେ ମୋହର ପୁତ୍ର, ମୋହର କଥାସବୁ ପାଳନ କର ଓ ମୋହର ଆଜ୍ଞାସବୁ ଆପଣା ହୃଦୟରେ ସଞ୍ଚୟ କରି ରଖ। Gade chapit laପବିତ୍ର ବାଇବଲ1 ହେ ମୋର ପୁତ୍ର, ମୋର ବାକ୍ୟକୁ ମନେରଖ, ମୋର ଆଦେଶକୁ ଭୁଲ ନାହିଁ। Gade chapit la |