ହିତୋପଦେଶ 7:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତହିଁରେ ଦେଖ, ଜଣେ ସ୍ତ୍ରୀ ତାହା ସଙ୍ଗେ ଭେଟିଲା, ସେ ବେଶ୍ୟାବେଶଧାରିଣୀ ଓ ଅନ୍ତଃକରଣରେ ଚତୁରୀ। Gade chapit laପବିତ୍ର ବାଇବଲ (Re-edited) - (BSI)10 ତହିଁରେ ଦେଖ, ଜଣେ ସ୍ତ୍ରୀ ତାହା ସଙ୍ଗେ ଭେଟିଲା, ସେ ବେଶ୍ୟାବେଶଧାରିଣୀ ଓ ଅନ୍ତଃକରଣରେ ଚତୁରୀ। Gade chapit laଓଡିଆ ବାଇବେଲ10 ତହିଁରେ ଦେଖ, ଜଣେ ସ୍ତ୍ରୀ ତାହା ସଙ୍ଗେ ଭେଟିଲା, ସେ ବେଶ୍ୟାବେଶଧାରିଣୀ ଓ ଅନ୍ତଃକରଣରେ ଚତୁରୀ। Gade chapit laପବିତ୍ର ବାଇବଲ10 ସେହି ସ୍ତ୍ରୀ ତା'ର ଗୃହରୁ ବାହାରି ଆସିଲା, ତାକୁ ସାକ୍ଷାତ କରିବାକୁ। ସେ ବେଶ୍ୟାରୂପି ପୋଷାକ ପରିଧାନ କରିଥିଲା। ସେ ବହୁତ ହୃଦୟରେ ଚତୁରୀ ଥିଲା। Gade chapit la |
ଆଉ, ତୁମ୍ଭେ ଯେତେବେଳେ ଉଚ୍ଛିନ୍ନ ହେବ, ସେତେବେଳେ ତୁମ୍ଭେ କଅଣ କରିବ? ଯଦ୍ୟପି ତୁମ୍ଭେ ରକ୍ତବର୍ଣ୍ଣ ବସ୍ତ୍ର ପରିଧାନ କରୁଅଛ, ଯଦ୍ୟପି ତୁମ୍ଭେ ସୁବର୍ଣ୍ଣ ଅଳଙ୍କାରରେ ଆପଣାକୁ ଭୂଷିତା କରୁଅଛ, ଯଦ୍ୟପି ତୁମ୍ଭେ ଅଞ୍ଜନ ଦ୍ୱାରା ଆପଣା ଚକ୍ଷୁ ପ୍ରସାରୁଅଛ, ତଥାପି ତୁମ୍ଭେ ବ୍ୟର୍ଥରେ ଆପଣାକୁ ସୁନ୍ଦର କରୁଅଛ; ତୁମ୍ଭର ଜାରପୁରୁଷମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ପ୍ରାଣନାଶ କରିବାକୁ ଚେଷ୍ଟା କରନ୍ତି।