ହିତୋପଦେଶ 7:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସେହି ସ୍ତ୍ରୀ ତାହାକୁ ଧରି ଚୁମ୍ବନ କଲା, ଆଉ ନିର୍ଲଜ ମୁଖରେ ତାହାକୁ କହିଲା Gade chapit laପବିତ୍ର ବାଇବଲ (Re-edited) - (BSI)13 ସେହି ସ୍ତ୍ରୀ ତାହାକୁ ଧରି ଚୁମ୍ଵନ କଲା, ଆଉ ନିର୍ଲଜ୍ଜ ମୁଖରେ ତାହାକୁ କହିଲା : Gade chapit laଓଡିଆ ବାଇବେଲ13 ସେହି ସ୍ତ୍ରୀ ତାହାକୁ ଧରି ଚୁମ୍ବନ କଲା, ଆଉ ନିର୍ଲଜ୍ଜ ମୁଖରେ ତାହାକୁ କହିଲା Gade chapit laପବିତ୍ର ବାଇବଲ13 ସେହି ସ୍ତ୍ରୀ ଜଣକ ସେହି ଯୁବକକୁ ଧରିଲା ଓ ତାକୁ ଚୁମ୍ବନ କଲା। ଆଉ ନିର୍ଲଜ ମୁଖରେ କହିଲା, Gade chapit la |
ହେ ମନୁଷ୍ୟ-ସନ୍ତାନ, ସତ୍ୟ, ସେମାନେ ତୁମ୍ଭ ନିକଟରେ କାନକୋଳି ଓ କଣ୍ଟକ ତୁଲ୍ୟ ଅଟନ୍ତି, ତୁମ୍ଭେ କଙ୍କଡ଼ାବିଛାମାନଙ୍କ ମଧ୍ୟରେ ବାସ କରୁଅଛ, ତଥାପି ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ କଥାରେ ଭୀତ ହୁଅ ନାହିଁ; ସେମାନେ ବିଦ୍ରୋହୀ ବଂଶ ହେଲେ ହେଁ ତୁମ୍ଭେ ସେମାନଙ୍କ କଥାରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍ବିଗ୍ନ ହୁଅ ନାହିଁ।