Biblia Todo Logo
Bib sou entènèt

- Piblisite -




ହିତୋପଦେଶ 7:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏଣୁ ତୁମ୍ଭ ସଙ୍ଗେ ଦେଖା କରିବାକୁ ବାହାରକୁ ଆସିଲି ଓ ଯତ୍ନରେ ତୁମ୍ଭ ମୁଖ ଅନ୍ୱେଷଣ କରିବାକୁ ଆସିଅଛି, ଆଉ ତୁମ୍ଭକୁ ପାଇଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଏଣୁ ତୁମ୍ଭ ସଙ୍ଗେ ଦେଖା କରିବାକୁ ବାହାରକୁ ଆସିଲି ଓ ଯନିରେ ତୁମ୍ଭ ମୁଖ ଅନ୍ଵେଷଣ କରିବାକୁ ଆସିଅଛି, ଆଉ ତୁମ୍ଭକୁ ପାଇଲି।

Gade chapit la Kopi

ଓଡିଆ ବାଇବେଲ

15 ଏଣୁ ତୁମ୍ଭ ସଙ୍ଗେ ଦେଖା କରିବାକୁ ବାହାରକୁ ଆସିଲି ଓ ଯତ୍ନରେ ତୁମ୍ଭ ମୁଖ ଅନ୍ୱେଷଣ କରିବାକୁ ଆସିଅଛି, ଆଉ ତୁମ୍ଭକୁ ପାଇଲି।

Gade chapit la Kopi

ପବିତ୍ର ବାଇବଲ

15 ଏଣୁ ମୁଁ ତୁମ୍ଭ ସହିତ ସାକ୍ଷାତ କରିବାକୁ ଆସିଲି। ତୁମ୍ଭକୁ ଦେଖି ଆସୁଥିଲି ଓ ବର୍ତ୍ତମାନ ମୁଁ ତୁମ୍ଭକୁ ପାଇଲି।

Gade chapit la Kopi




ହିତୋପଦେଶ 7:15
3 Referans Kwoze  

ଆଉ ଉକ୍ତ ଘଟଣା ଉତ୍ତାରେ ତାଙ୍କର ପ୍ରଭୁର ଭାର୍ଯ୍ୟା ଯୋଷେଫଙ୍କ ଉପରେ ଦୃଷ୍ଟି ପକାଇବାକୁ ଲାଗିଲା; ତହୁଁ ତାଙ୍କୁ କହିଲା, “ତୁମ୍ଭେ ମୋʼ ସଙ୍ଗେ ଶୟନ କର।”


“ମଙ୍ଗଳାର୍ଥକ ବଳି ମୋʼ ନିକଟରେ ଅଛି; ମୁଁ ଆଜି ଆପଣାର ମାନତ ପୂର୍ଣ୍ଣ କରିଅଛି।


ମୁଁ ସୁଜନୀ ଓ ମିସରୀୟ ସୂକ୍ଷ୍ମ ସୂତ୍ରର ଡୋରିଆ ବସ୍ତ୍ର ଆପଣା ପଲଙ୍କରେ ବିଛାଇଅଛି।


Swiv nou:

Piblisite


Piblisite