Biblia Todo Logo
Bib sou entènèt

- Piblisite -




ହିତୋପଦେଶ 8:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଜ୍ଞାନ କʼଣ ଡାକେ ନାହିଁ? ବୁଦ୍ଧି କʼଣ ଉଚ୍ଚସ୍ୱର କରେ ନାହିଁ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଜ୍ଞାନ କʼଣ ଡାକେ ନାହିଁ? ବୁଦ୍ଧି କʼଣ ଉଚ୍ଚସ୍ଵର କରେ ନାହିଁ?

Gade chapit la Kopi

ଓଡିଆ ବାଇବେଲ

1 ଜ୍ଞାନ କ’ଣ ଡାକେ ନାହିଁ ? ବୁଦ୍ଧି କ’ଣ ଉଚ୍ଚସ୍ୱର କରେ ନାହିଁ ?

Gade chapit la Kopi

ପବିତ୍ର ବାଇବଲ

1 ଶୁଣ, ଜ୍ଞାନ ତାଙ୍କଠାରୁ ଶୁଣିବାକୁ ଡାକୁଛନ୍ତି।

Gade chapit la Kopi




ହିତୋପଦେଶ 8:1
17 Referans Kwoze  

ଶେଷଦିନ, ଅର୍ଥାତ୍‍, ପର୍ବର ପ୍ରଧାନ ଦିନ, ଯୀଶୁ ଠିଆ ହୋଇ ଉଚ୍ଚସ୍ୱରରେ କହିଲେ, “କେହି ଯଦି ତୃଷିତ ହୁଏ, ତେବେ ସେ ମୋʼ ନିକଟକୁ ଆସି ପାନ କରୁ।


ପୁଣି, ଯିରୂଶାଲମ ସହରରୁ ଆରମ୍ଭ କରି ସମସ୍ତ ଜାତିଙ୍କ ନିକଟରେ ତାହାଙ୍କ ନାମରେ ପାପ କ୍ଷମା ନିମନ୍ତେ ମନ-ପରିବର୍ତ୍ତନର ପ୍ରସଙ୍ଗ ଘୋଷଣା କରାଯିବ।


ଯିଶାଇୟ ଭାବବାଦୀ ଯାହାଙ୍କ ବିଷୟରେ ଏହି ବାକ୍ୟ କହିଥିଲେ, “ଏ ସେହି ବ୍ୟକ୍ତି, ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ‘ପ୍ରଭୁଙ୍କ ପଥ ପ୍ରସ୍ତୁତ କର, ତାହାଙ୍କ ରାଜଦାଣ୍ଡ ସଳଖ କର।’”


କିନ୍ତୁ ପବିତ୍ର ଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହୁଅନ୍ତେ, ତୁମ୍ଭେମାନେ ଶକ୍ତି ପ୍ରାପ୍ତ ହେବ, ଆଉ ଯିରୂଶାଲମ, ସମସ୍ତ ଯିହୂଦିୟା ପ୍ରଦେଶ ଓ ଶମିରୋଣ, ପୁଣି, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ସୁଦ୍ଧା ମୋହର ସାକ୍ଷୀ ହେବ।”


ପୁଣି, ସମସ୍ତ ଜାତି ନିକଟରେ ସୁସମାଚାର ପ୍ରଥମରେ ଅବଶ୍ୟ ଘୋଷଣା କରାଯିବ।


ସେଥିରେ ସେ ମୋତେ କହିଲେ, “ଯାଅ, କାରଣ ଆମ୍ଭେ ତୁମ୍ଭକୁ ଦୂରକୁ ଅଣଯିହୁଦୀମାନଙ୍କ ନିକଟକୁ ପଠାଇବୁ।”


ସେହି ସମୟଠାରୁ ଯୀଶୁ ଘୋଷଣା କରିବାକୁ ଆରମ୍ଭ କରି କହିବାକୁ ଲାଗିଲେ, “ମନ-ପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ସନ୍ନିକଟ।”


କିନ୍ତୁ ଯିହୁଦୀ ହେଉ ବା ଗ୍ରୀକ୍‍ ହେଉ, ଯେଉଁମାନେ ଆହୂତ, ସେମାନଙ୍କ ନିମନ୍ତେ ଖ୍ରୀଷ୍ଟ ଈଶ୍ବରଙ୍କ ଶକ୍ତି ଓ ଈଶ୍ବରଙ୍କ ଜ୍ଞାନସ୍ୱରୂପ ଅଟନ୍ତି।


ହେ ମୋହର ପୁତ୍ର, ତୁମ୍ଭେ ଯଦି ମୋʼ କଥା ଗ୍ରହଣ କର ଓ ମୋʼ ଆଜ୍ଞାସବୁ ମନରେ ରଖ;


ହେ ମୋହର ପୁତ୍ର, ତୁମ୍ଭେ ମୋହର ବ୍ୟବସ୍ଥା ପାସୋର ନାହିଁ; ମାତ୍ର ତୁମ୍ଭର ହୃଦୟ ମୋହର ଆଜ୍ଞାସବୁ ପାଳନ କରୁ।


Swiv nou:

Piblisite


Piblisite