ହିତୋପଦେଶ 8:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ମୋʼ ଦ୍ୱାରା ରାଜାମାନେ ରାଜତ୍ୱ କରନ୍ତି ଓ ଭୂପତିମାନେ ଯଥାର୍ଥ ବିଚାର କରନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)15 ମୋʼ ଦ୍ଵାରା ରାଜାମାନେ ରାଜତ୍ଵ କରନ୍ତି ଓ ଭୂପତିମାନେ ଯଥାର୍ଥ ବିଚାର କରନ୍ତି। Gade chapit laଓଡିଆ ବାଇବେଲ15 ମୋ’ ଦ୍ୱାରା ରାଜାମାନେ ରାଜତ୍ୱ କରନ୍ତି ଓ ଭୂପତିମାନେ ଯଥାର୍ଥ ବିଚାର କରନ୍ତି। Gade chapit laପବିତ୍ର ବାଇବଲ15 ମୋ’ ମାଧ୍ୟମରେ ରାଜାମାନେ ରାଜତ୍ୱ କରନ୍ତି। ଶାସନକର୍ତ୍ତାମାନେ ମୋ’ ଦ୍ୱାରା ଯଥାର୍ଥ ବିଗ୍ଭର କରନ୍ତି। Gade chapit la |
ଆପଣ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବେ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ଆପଣଙ୍କର ବସତି ହେବ, ବଳଦର ନ୍ୟାୟ ଆପଣଙ୍କୁ ତୃଣଭୋଜୀ କରାଯିବ, ଆଉ ଆପଣ ଆକାଶର କାକରରେ ତିନ୍ତିବ, ଏହିରୂପେ ଆପଣଙ୍କ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହା ଦେବାକୁ ଇଚ୍ଛା କରିବେ, ତାହାକୁ ସେ ତାହା ଦିଅନ୍ତି, ଏହା ଆପଣ ଜାଣିବେ।