Biblia Todo Logo
Bib sou entènèt

- Piblisite -




ହିତୋପଦେଶ 8:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ମୋʼ ଦ୍ୱାରା ଅଧିପତିମାନେ, କୁଳୀନମାନେ ଓ ପୃଥିବୀର ସମସ୍ତ ବିଚାରକର୍ତ୍ତୃଗଣ ଶାସନ କରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ମୋʼ ଦ୍ଵାରା ଅଧିପତିମାନେ ଓ କୁଳୀନମାନେ ଓ ପୃଥିବୀର ସମସ୍ତ ବିଚାରକର୍ତ୍ତୃଗଣ ଶାସନ କରନ୍ତି।

Gade chapit la Kopi

ଓଡିଆ ବାଇବେଲ

16 ମୋ’ ଦ୍ୱାରା ଅଧିପତିମାନେ, କୁଳୀନମାନେ ଓ ପୃଥିବୀର ସମସ୍ତ ବିଚାରକର୍ତ୍ତୃଗଣ ଶାସନ କରନ୍ତି।

Gade chapit la Kopi

ପବିତ୍ର ବାଇବଲ

16 ମୋ’ ଦ୍ୱାରା ରାଜକୁମାରୀ ଏବଂ ଶ୍ରେଷ୍ଠଗଣ ଶାସନ କରନ୍ତି, ଯେଉଁମାନେ ଲୋକଙ୍କୁ ନିଷ୍କପଟ ଭାବରେ ଶାସନ କରନ୍ତି।

Gade chapit la Kopi




ହିତୋପଦେଶ 8:16
3 Referans Kwoze  

ମୋʼ ଦ୍ୱାରା ରାଜାମାନେ ରାଜତ୍ୱ କରନ୍ତି ଓ ଭୂପତିମାନେ ଯଥାର୍ଥ ବିଚାର କରନ୍ତି।


ଯେଉଁମାନେ ମୋତେ ପ୍ରେମ କରନ୍ତି, ମୁଁ ସେମାନଙ୍କୁ ପ୍ରେମ କରେ, ପୁଣି ଯେଉଁମାନେ ଯତ୍ନରେ ମୋହର ଅନ୍ୱେଷଣ କରନ୍ତି, ସେମାନେ ମୋତେ ପାଇବେ।


ପୁଣି, ସେ ଆମ୍ଭମାନଙ୍କ ଉପରେ ମହା ଅମଙ୍ଗଳ ଘଟାଇବା ଦ୍ୱାରା ଆମ୍ଭମାନଙ୍କ ବିରୁଦ୍ଧରେ ଓ ଯେଉଁ ବିଚାରକର୍ତ୍ତାଗଣ ଆମ୍ଭମାନଙ୍କର ବିଚାର କଲେ, ସେମାନଙ୍କ ବିରୁଦ୍ଧରେ ଯାହା କହିଥିଲେ, ଆପଣାର ସେହି ବାକ୍ୟ ସେ ସଫଳ କରିଅଛନ୍ତି; କାରଣ ଯିରୂଶାଲମ ପ୍ରତି ଯାହା କରାଯାଇଅଛି, ସମୁଦାୟ ଆକାଶମଣ୍ଡଳ ତଳେ ସେପରି କରାଯାଇ ନାହିଁ।


Swiv nou:

Piblisite


Piblisite