Biblia Todo Logo
Bib sou entènèt

- Piblisite -




ହିତୋପଦେଶ 8:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ପୁଣି, ପର୍ବତଗଣ ଓ ଉପପର୍ବତଗଣ ସ୍ଥାପିତ ହେବା ପୂର୍ବରେ ମୁଁ ଜନ୍ମ ପାଇଅଛି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ପୁଣି, ପର୍ବତଗଣ ଓ ଉପପର୍ବତଗଣ ସ୍ଥାପିତ ହେବା ପୂର୍ବରେ ମୁଁ ଜନ୍ମ ପାଇଅଛି;

Gade chapit la Kopi

ଓଡିଆ ବାଇବେଲ

25 ପୁଣି, ପର୍ବତଗଣ ଓ ଉପପର୍ବତଗଣ ସ୍ଥାପିତ ହେବା ପୂର୍ବରେ ମୁଁ ଜନ୍ମ ପାଇଅଛି;

Gade chapit la Kopi

ପବିତ୍ର ବାଇବଲ

25 ପର୍ବତଗଣ ଓ ଉପପର୍ବତଗଣ ସ୍ଥାପିତ ହେବା ପୂର୍ବରୁ, ମୁଁ ଜନ୍ମ ହୋଇଥିଲି।

Gade chapit la Kopi




ହିତୋପଦେଶ 8:25
7 Referans Kwoze  

ପର୍ବତଗଣର ଉତ୍ପତ୍ତିର ଓ ତୁମ୍ଭ ଦ୍ୱାରା ପୃଥିବୀ ଓ ଜଗତର ସୃଷ୍ଟିର ପୂର୍ବଠାରୁ ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ତୁମ୍ଭେ ପରମେଶ୍ୱର ଅଟ।


ଆହୁରି, “ହେ ପ୍ରଭୁ, ତୁମ୍ଭେ ଆରମ୍ଭରୁ ହିଁ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛ, ପୁଣି, ଆକାଶମଣ୍ଡଳ ତୁମ୍ଭ ହସ୍ତକୃତ କର୍ମ।”


ସେହି ସମୟରେ ଭୂମି, କିମ୍ବା ପ୍ରାନ୍ତର, କିମ୍ବା ଜଗତସ୍ଥ ଧୂଳିର ଅଗ୍ରିମାଂଶ ସଦାପ୍ରଭୁ ସୃଷ୍ଟି କରି ନ ଥିଲେ।


ସେସବୁ ପର୍ବତଗଣ ଉପରେ ଉଠି ଓ ସମସ୍ଥଳରେ ଓହ୍ଲାଇ ସେମାନଙ୍କ ନିମନ୍ତେ ତୁମ୍ଭର ନିରୂପିତ ସ୍ଥାନକୁ ଚାଲିଗଲେ।


Swiv nou:

Piblisite


Piblisite