ହିତୋପଦେଶ 8:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ସେହି ସମୟରେ ଭୂମି, କିମ୍ବା ପ୍ରାନ୍ତର, କିମ୍ବା ଜଗତସ୍ଥ ଧୂଳିର ଅଗ୍ରିମାଂଶ ସଦାପ୍ରଭୁ ସୃଷ୍ଟି କରି ନ ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)26 ସେସମୟରେ ଭୂମି, କି ପ୍ରାନ୍ତର, କି ଜଗତସ୍ଥ ଧୂଳିର ଅଗ୍ରିମାଂଶ ସେ ସୃଷ୍ଟି କରି ନ ଥିଲେ। Gade chapit laଓଡିଆ ବାଇବେଲ26 ସେହି ସମୟରେ ଭୂମି, କିମ୍ବା ପ୍ରାନ୍ତର, କିମ୍ବା ଜଗତସ୍ଥ ଧୂଳିର ଅଗ୍ରିମାଂଶ ସଦାପ୍ରଭୁ ସୃଷ୍ଟି କରି ନ ଥିଲେ। Gade chapit laପବିତ୍ର ବାଇବଲ26 ସେସମୟରେ ଭୂମି କି ପ୍ରାନ୍ତର, କି ଜଗତସ୍ଥ ଧୂଳିର ଅଗ୍ରିମାଂଶ ସେ ସୃଷ୍ଟି କରି ନ ଥିଲେ। Gade chapit la |