Biblia Todo Logo
Bib sou entènèt

- Piblisite -




ହିତୋପଦେଶ 8:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ଯେ ମୋʼ କଥା ଶୁଣେ ଓ ମୋʼ ଦ୍ୱାର ନିକଟରେ ନିତ୍ୟ ଜଗି ରହେ, ମୋʼ ଦ୍ୱାରର ଚୌକାଠ ନିକଟରେ ଅନୁସରଣ କରେ, ସେହି ଲୋକ ଧନ୍ୟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 ଯେ ମୋʼ କଥା ଶୁଣେ ଓ ମୋʼ ଦ୍ଵାର ନିକଟରେ ନିତ୍ୟ ଜଗି ରହେ, ମୋʼ ଦ୍ଵାରର ଚୌକାଠ ନିକଟରେ ଅନୁସରଣ କରେ, ସେହି ଲୋକ ଧନ୍ୟ।

Gade chapit la Kopi

ଓଡିଆ ବାଇବେଲ

34 ଯେ ମୋ’ କଥା ଶୁଣେ ଓ ମୋ’ ଦ୍ୱାର ନିକଟରେ ନିତ୍ୟ ଜଗି ରହେ, ମୋ’ ଦ୍ୱାରର ଚୌକାଠ ନିକଟରେ ଅନୁସରଣ କରେ, ସେହି ଲୋକ ଧନ୍ୟ।

Gade chapit la Kopi

ପବିତ୍ର ବାଇବଲ

34 ଯେକେହି ମୋର କଥା ଶୁଣେ, ସେ ଖୁସୀ ହେବ। ସେ ମୋ’ ଦ୍ୱାର ନିକଟକୁ ସବୁଦିନ ଶୀଘ୍ର ଆସେ ଏବଂ ମୋର ଦ୍ୱାର ବାହାରେ ଅପେକ୍ଷା କରେ।

Gade chapit la Kopi




ହିତୋପଦେଶ 8:34
17 Referans Kwoze  

ମାତ୍ର ସେ କହିଲେ, “ନା, ବରଂ ଯେଉଁମାନେ ଈଶ୍ବରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି, ସେମାନେ ଧନ୍ୟ।”


ଏଣୁ ଯେ କେହି ମୋହର ଏହି ସମସ୍ତ କଥା ଶୁଣେ ଓ ପାଳନ କରେ, ସେ ପଥର ଉପରେ ଘର ତିଆରି କରିବା ଜଣେ ବୁଦ୍ଧିମାନ ଲୋକ ସଦୃଶ ହେବ।


ଯେଉଁ ଲୋକ ଜ୍ଞାନ ପାଏ ଓ ବୁଦ୍ଧି ଲାଭ କରେ, ସେ ଧନ୍ୟ।


ସେମାନେ ପ୍ରେରିତମାନଙ୍କର ଶିକ୍ଷାରେ, ସହଭାଗିତାରେ, ରୁଟି ଭାଙ୍ଗିବାରେ ଓ ପ୍ରାର୍ଥନା କରିବାରେ ନିବିଷ୍ଟ ଚିତ୍ତ ହୋଇ ରହିଲେ।


ତାହାଙ୍କର ଜଣେ ଭଉଣୀ ଥିଲେ ତାହାଙ୍କ ନାମ ମରୀୟମ, ସେ ପ୍ରଭୁଙ୍କ ପାଦ ତଳେ ବସି ତାହାଙ୍କ ବାକ୍ୟ ଶୁଣୁଥିଲେ।


ଯେଉଁମାନେ ତାହାର ଆଶ୍ରୟ ନିଅନ୍ତି, ସେମାନଙ୍କ ପ୍ରତି ସେ ଜୀବନଦାୟକ ବୃକ୍ଷ ସ୍ୱରୂପ; ଯେଉଁ ଲୋକ ତାହା ଧରି ରଖେ, ସେ ଧନ୍ୟ।


କାରଣ ସହସ୍ର ଦିନ ଅପେକ୍ଷା ତୁମ୍ଭ ପ୍ରାଙ୍ଗଣରେ ଏକ ଦିନ ଭଲ; ଦୁଷ୍ଟତାର ତମ୍ବୁରେ ବାସ କରିବା ଅପେକ୍ଷା ଆମ୍ଭ ପରମେଶ୍ୱରଙ୍କ ଗୃହରେ ଦ୍ୱାରୀ ହେବାର ବରଞ୍ଚ ଆମ୍ଭେ ଭଲ ଜାଣୁ।


ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟ ଦେଖିବା ପାଇଁ ଓ ତାହାଙ୍କ ମନ୍ଦିରରେ ଅନୁସନ୍ଧାନ କରିବା ପାଇଁ ଯେପରି ଯାବଜ୍ଜୀବନ ସଦାପ୍ରଭୁଙ୍କ ଗୃହରେ ବାସ କରିବି, ଏହି ଏକ ବିଷୟ ମୁଁ ସଦାପ୍ରଭୁଙ୍କ ନିକଟରେ ମାଗିଅଛି, ତାହା ହିଁ ମୁଁ ଅନ୍ୱେଷଣ କରିବି।


ସେମାନେ ଉଭୟେ ପ୍ରଭୁଙ୍କର ସମସ୍ତ ଆଜ୍ଞା ଓ ନିୟମ ଅନୁସାରେ ନିର୍ଦ୍ଦୋଷ ରୂପେ ଆଚରଣ କରି ଈଶ୍ବରଙ୍କ ଦୃଷ୍ଟିରେ ଧାର୍ମିକ ଥିଲେ।


ସେ ଲୋକମାନଙ୍କର ପ୍ରଧାନ ସ୍ଥାନରେ ଡାକେ; ନଗର ଦ୍ୱାରର ପ୍ରବେଶ ସ୍ଥାନରେ ଓ ନଗର ମଧ୍ୟରେ ଆପଣା ବାକ୍ୟ ଉଚ୍ଚାରଣ କରି କହେ;


ଯେଉଁମାନେ ସଦାପ୍ରଭୁଙ୍କ ଗୃହରେ ରୋପିତ ହୁଅନ୍ତି, ସେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରାଙ୍ଗଣରେ ବର୍ଦ୍ଧିଷ୍ଣୁ ହେବେ।


ପୁଣି, ଲୋକମାନେ ତାହାର କିଛି ରକ୍ତ ନେଇ ଯେଉଁ ଯେଉଁ ଗୃହ ମଧ୍ୟରେ ମେଷ ଭୋଜନ କରିବେ, ସେହି ସେହି ଗୃହ ଦ୍ୱାରର ଦୁଇ ବାଜୁବନ୍ଧ ଓ କପାଳୀ ଉପରେ ତାହା ଲଗାଇବେ।


ଆପଣଙ୍କ ଲୋକମାନେ ଧନ୍ୟ, ଆପଣଙ୍କ ଏହି ଦାସମାନେ ଧନ୍ୟ, ସେମାନେ ନିତ୍ୟ ଆପଣଙ୍କ ସମ୍ମୁଖରେ ଛିଡ଼ା ହୋଇ ଆପଣଙ୍କ ଜ୍ଞାନର କଥା ଶୁଣନ୍ତି।


Swiv nou:

Piblisite


Piblisite