Biblia Todo Logo
Bib sou entènèt

- Piblisite -




ହିତୋପଦେଶ 9:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଯେହେତୁ ମୋʼ ଦ୍ୱାରା ତୁମ୍ଭର ଦିନ ବୃଦ୍ଧି ପାଇବ, ପୁଣି, ତୁମ୍ଭ ଆୟୁର ବର୍ଷ ବଢ଼ିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଯେହେତୁ ମୋʼ ଦ୍ଵାରା ତୁମ୍ଭର ଦିନ ବୃଦ୍ଧି ପାଇବ, ପୁଣି ତୁମ୍ଭ ଆୟୁର ବର୍ଷ ବଢ଼ିବ।

Gade chapit la Kopi

ଓଡିଆ ବାଇବେଲ

11 ଯେହେତୁ ମୋ’ ଦ୍ୱାରା ତୁମ୍ଭର ଦିନ ବୃଦ୍ଧି ପାଇବ, ପୁଣି, ତୁମ୍ଭ ଆୟୁର ବର୍ଷ ବଢ଼ିବ।

Gade chapit la Kopi

ପବିତ୍ର ବାଇବଲ

11 କାରଣ ମୋ’ ଦ୍ୱାରା ତୁମ୍ଭର ଜୀବନ ବୃଦ୍ଧି ପାଇବ। ତୁମ୍ଭେ ଦୀର୍ଘଜୀବୀ ହେବ।

Gade chapit la Kopi




ହିତୋପଦେଶ 9:11
7 Referans Kwoze  

ସଦାପ୍ରଭୁଙ୍କ ବିଷୟକ ଭୟ ଦିନ ବଢ଼ାଏ, ମାତ୍ର ଦୁଷ୍ଟର ବର୍ଷ ଊଣା କରାଯିବ।


ତାହାର ଡାହାଣ ହସ୍ତରେ ଦୀର୍ଘାୟୁ, ତାହାର ବାମ ହସ୍ତରେ ଧନ ଓ ସମ୍ମାନ ଥାଏ।


ଯେହେତୁ ତଦ୍ଦ୍ୱାରା ପରମାୟୁର ଦୀର୍ଘତା ଓ ଜୀବନର ବର୍ଷ ସଂଖ୍ୟା ଓ ଶାନ୍ତି ବୃଦ୍ଧି ହେବ।


ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯେଉଁ ସକଳ ବିଧି ଓ ଆଜ୍ଞା ମୁଁ ଆଦେଶ କରେ, ତୁମ୍ଭେ ଯାବଜ୍ଜୀବନ ପୁତ୍ରପୌତ୍ରାଦିକ୍ରମେ ତାହା ପାଳନ କରିବା ପାଇଁ ତାଙ୍କୁ ଭୟ କଲେ, ତୁମ୍ଭର ଦୀର୍ଘାୟୁ ହେବ।


ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେବାକୁ ଶପଥ କରିଅଛନ୍ତି, ତହିଁରେ ତୁମ୍ଭମାନଙ୍କ ଅବସ୍ଥିତି କାଳ ଓ ତୁମ୍ଭମାନଙ୍କ ସନ୍ତାନଗଣର ଅବସ୍ଥିତି କାଳ ଭୂମଣ୍ଡଳ ଉପରେ ଆକାଶମଣ୍ଡଳର ଅବସ୍ଥିତି କାଳ ତୁଲ୍ୟ ହେବ।


ହେ ଅବୋଧ ଲୋକମାନେ, ଅବୋଧମାନଙ୍କର ସଙ୍ଗ ପରିତ୍ୟାଗ କରି ଜୀବନ ରକ୍ଷା କର; ପୁଣି, ସୁବିବେଚନାର ପଥରେ ଚାଲ।”


ମୁଁ ଆଜି ତୁମ୍ଭମାନଙ୍କ ପ୍ରତିକୂଳରେ ସ୍ୱର୍ଗ ଓ ମର୍ତ୍ତ୍ୟକୁ ସାକ୍ଷୀ କରି କହୁଅଛି ଯେ, ମୁଁ ତୁମ୍ଭ ସମ୍ମୁଖରେ ଜୀବନ ଓ ମରଣ, ଆଶୀର୍ବାଦ ଓ ଅଭିଶାପ ରଖିଅଛି; ଏନିମନ୍ତେ ତୁମ୍ଭେ ଓ ତୁମ୍ଭର ବଂଶ ଯେପରି ବଞ୍ଚିବ, ଏଥିପାଇଁ ଜୀବନ ମନୋନୀତ କର;


Swiv nou:

Piblisite


Piblisite