Biblia Todo Logo
Bib sou entènèt

- Piblisite -




ହିତୋପଦେଶ 9:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ମାତ୍ର ସେହି ଲୋକ ଜାଣେ ନାହିଁ ଯେ, ମୃତ ଲୋକମାନେ ସେଠାରେ ଥାʼନ୍ତି, ପୁଣି, ତାହାର ନିମନ୍ତ୍ରିତଗଣ ପାତାଳର ଗଭୀର ସ୍ଥାନରେ ଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ମାତ୍ର ସେହି ଲୋକ ଜାଣେ ନାହିଁ ଯେ, ମୃତ ଲୋକମାନେ ସେଠାରେ ଥାʼନ୍ତି, ପୁଣି ତାହାର ନିମନ୍ତ୍ରିତଗଣ ପାତାଳର ଗଭୀର ସ୍ଥାନରେ ଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

18 ମାତ୍ର ସେହି ଲୋକ ଜାଣେ ନାହିଁ ଯେ, ମୃତ ଲୋକମାନେ ସେଠାରେ ଥା’ନ୍ତି, ପୁଣି, ତାହାର ନିମନ୍ତ୍ରିତଗଣ ପାତାଳର ଗଭୀର ସ୍ଥାନରେ ଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

18 ସେହି ମୂର୍ଖ ଲୋକମାନେ ଜାଣନ୍ତି ନାହିଁ ଯେ ମୃତ ପ୍ରେତାତ୍ମା ତା'ର ଗୃହରେ ଅଛି ବୋଲି, ଏବଂ ତା'ର ନିମନ୍ତ୍ରିତଗଣ ପାତାଳର ଗଭୀର ସ୍ଥାନରେ ଅଛନ୍ତି ବୋଲି।

Gade chapit la Kopi




ହିତୋପଦେଶ 9:18
9 Referans Kwoze  

ତାହାର ଗୃହ ପାତାଳକୁ ଯିବାର ବାଟ, ଯାହା ମୃତ୍ୟୁର ଆଳୟକୁ ଯାଏ।


ତାହାର ପାଦ ମୃତ୍ୟୁୁ ଆଡ଼କୁ ଓହ୍ଲାଇଯାଏ; ତାହାର ପାଦ ସିଧା କବରରେ ପଡ଼େ;


ଯେହେତୁ ବେଶ୍ୟା ସକାଶୁ ଅନ୍ନ-ଅଭାବ ଘଟେ, ଆଉ ବ୍ୟଭିଚାରିଣୀ ସ୍ତ୍ରୀ ମନୁଷ୍ୟର ମହାମୂଲ୍ୟ ପ୍ରାଣକୁ ଧରିବା ପାଇଁ ମୃଗୟା କରେ।


ସଦାପ୍ରଭୁଙ୍କ ବିଷୟକ ଭୟ ଜ୍ଞାନର ଆରମ୍ଭ; ମାତ୍ର ନିର୍ବୋଧ ଲୋକେ ଜ୍ଞାନ ଓ ଉପଦେଶ ତୁଚ୍ଛବୋଧ କରନ୍ତି।


ସେମାନେ ଜାଣନ୍ତି ନାହିଁ କିଅବା ବୁଝନ୍ତି ନାହିଁ; ସେମାନେ ଅନ୍ଧକାରରେ ଏଣେତେଣେ ଭ୍ରମଣ କରନ୍ତି; ପୃଥିବୀର ସକଳ ଭିତ୍ତିମୂଳ ବିଚଳିତ ହୁଏ।


ସେମାନେ ଜାଣି ଜାଣି ଭୁଲିଯାଆନ୍ତି ଯେ, ପୁରାକାଳରେ ଆକାଶମଣ୍ଡଳ ଓ ଈଶ୍ବରଙ୍କ ବାକ୍ୟ ଦ୍ୱାରା ଜଳରୁ ନିର୍ଗତ ଓ ଜଳରେ ଅବସ୍ଥିତ ପୃଥିବୀ ଥିଲା,


ଯେହେତୁ ସେ ଅନେକଙ୍କୁ କ୍ଷତବିକ୍ଷତ କରି ପକାଇଅଛି, ହଁ, ତାହାର ହତ ଲୋକସକଳ ଅପାର।


ହଁ, ନିର୍ବୋଧମାନଙ୍କର ବିପଥଗମନ ସେମାନଙ୍କୁ ବିନାଶ କରିବ ଓ ଅଜ୍ଞାନମାନଙ୍କର ଆତ୍ମତୃପ୍ତି ସେମାନଙ୍କୁ ସଂହାର କରିବ।


Swiv nou:

Piblisite


Piblisite