Biblia Todo Logo
Bib sou entènèt

- Piblisite -




ହିତୋପଦେଶ 9:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 “ଆସ, ମୋହର ଭକ୍ଷ୍ୟ ଭୋଜନ କର ଓ ମୋହର ମିଶ୍ରିତ ଦ୍ରାକ୍ଷାରସ ପାନ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଆସ, ମୋହର ଭକ୍ଷ୍ୟ ଭୋଜନ କର ଓ ମୋହର ମିଶ୍ରିତ ଦ୍ରାକ୍ଷାରସ ପାନ କର।

Gade chapit la Kopi

ଓଡିଆ ବାଇବେଲ

5 “ଆସ, ମୋହର ଭକ୍ଷ୍ୟ ଭୋଜନ କର ଓ ମୋହର ମିଶ୍ରିତ ଦ୍ରାକ୍ଷାରସ ପାନ କର।”

Gade chapit la Kopi

ପବିତ୍ର ବାଇବଲ

5 “ଆସ ମୋର ଖାଦ୍ୟକୁ ଭକ୍ଷ୍ୟଣ କର ଏବଂ ମୋରଦ୍ରାକ୍ଷାରସ ପାନ କର।

Gade chapit la Kopi




ହିତୋପଦେଶ 9:5
10 Referans Kwoze  

କ୍ଷୟୀ ଭକ୍ଷ୍ୟ ନିମନ୍ତେ ଶ୍ରମ ନ କରି, ବରଂ ଯେଉଁ ଅନନ୍ତ ଜୀବନଦାୟକ ଭକ୍ଷ୍ୟ ଅକ୍ଷୟ ରହେ, ସେଥିନିମନ୍ତେ ଶ୍ରମ କର; ସେହି ଭକ୍ଷ୍ୟ ମନୁଷ୍ୟପୁତ୍ର ତୁମ୍ଭମାନଙ୍କୁ ଦେବେ, କାରଣ ତାହାଙ୍କୁ ପିତା, ଅର୍ଥାତ୍‍, ଈଶ୍ବର ମୁଦ୍ରାଙ୍କିତ କଲେ।”


ହେ ମୋହର ପ୍ରିୟେ, ମୋହର କନ୍ୟା, ମୁଁ ଆପଣା ଉଦ୍ୟାନକୁ ଆସିଅଛି; ମୁଁ ଆପଣା ଗନ୍ଧରସ ଓ ସୁଗନ୍ଧି ଦ୍ରବ୍ୟ ସଂଗ୍ରହ କରିଅଛି; ମୁଁ ଆପଣା ମଧୁଚାକ ଓ ମଧୁ ଭୋଜନ କରିଅଛି; ମୁଁ ଆପଣା ଦ୍ରାକ୍ଷାରସ ଓ ଦୁଗ୍ଧ ପାନ କରିଅଛି। ହେ ବନ୍ଧୁଗଣ, ଭୋଜନ କର; ହେ ପ୍ରିୟତମଗଣ, ପାନ କର, ହଁ, ଯଥେଷ୍ଟ ପାନ କର।


“ଚୌର୍ଯ୍ୟଜଳ ମିଷ୍ଟ ଓ ଗୋପନ ଅନ୍ନ ସୁସ୍ୱାଦୁ।”


ସେ ଆପଣା ପଶୁସବୁ ବଧ କରିଅଛି; ସେ ଆପଣା ଦ୍ରାକ୍ଷାରସ ମିଶ୍ରିତ କରିଅଛି; ସେ ଆପଣା ମେଜ ମଧ୍ୟ ସଜାଇଅଛି।


ପୃଥିବୀସ୍ଥ ହୃଷ୍ଟପୁଷ୍ଟ ଲୋକ ସମସ୍ତେ ଭୋଜନ କରି ପ୍ରଣାମ କରିବେ; ଧୂଳିରେ ଲୀନ ହେବାକୁ ଉଦ୍ୟତ ସମସ୍ତେ, ଅର୍ଥାତ୍‍, ଆପଣା ପ୍ରାଣ ବଞ୍ଚାଇବାକୁ ଅସମର୍ଥ ଲୋକ ତାହାଙ୍କ ଛାମୁରେ ମୁହଁ ମାଡ଼ି ପଡ଼ିବେ।


ନମ୍ର ଲୋକମାନେ ଭୋଜନ କରି ପରିତୃପ୍ତ ହେବେ; ସଦାପ୍ରଭୁଙ୍କ ଅନ୍ୱେଷଣକାରୀଗଣ ତାହାଙ୍କୁ ପ୍ରଶଂସା କରିବେ; ତୁମ୍ଭମାନଙ୍କ ଅନ୍ତଃକରଣ ନିତ୍ୟଜୀବୀ ହେଉ।


Swiv nou:

Piblisite


Piblisite