Biblia Todo Logo
Bib sou entènèt

- Piblisite -




ହିତୋପଦେଶ 9:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଜ୍ଞାନୀକୁ ଉପଦେଶ ଦେଲେ, ସେ ଆହୁରି ଜ୍ଞାନବାନ ହେବ, ପୁଣି, ଧାର୍ମିକକୁ ଶିକ୍ଷା ଦେଲେ, ତାହାର ପାଣ୍ଡିତ୍ୟ ବୃଦ୍ଧି ପାଇବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଜ୍ଞାନୀକି ଉପଦେଶ ଦେଲେ, ସେ ଆହୁରି ଜ୍ଞାନବାନ ହେବ, ପୁଣି ଧାର୍ମିକକୁ ଶିକ୍ଷା ଦେଲେ, ତାହାର ପାଣ୍ତିତ୍ୟ ବୃଦ୍ଧି ପାଇବ।

Gade chapit la Kopi

ଓଡିଆ ବାଇବେଲ

9 ଜ୍ଞାନୀକୁ ଉପଦେଶ ଦେଲେ, ସେ ଆହୁରି ଜ୍ଞାନବାନ ହେବ, ପୁଣି, ଧାର୍ମିକକୁ ଶିକ୍ଷା ଦେଲେ, ତାହାର ପାଣ୍ଡିତ୍ୟ ବୃଦ୍ଧି ପାଇବ।

Gade chapit la Kopi

ପବିତ୍ର ବାଇବଲ

9 ଯଦି ଜ୍ଞାନୀକୁ ଉପଦେଶ ଦେବ ସେ ଆହୁରି ଜ୍ଞାନବାନ ହେବ। ଯଦି ତୁମ୍ଭେ ଜଣେ ଧାର୍ମିକ ବ୍ୟକ୍ତିକୁ ଶିକ୍ଷା ଦେବ, ତା'ର ପାଣ୍ଡିତ୍ୟ ବୃଦ୍ଧି ପାଇବ।

Gade chapit la Kopi




ହିତୋପଦେଶ 9:9
8 Referans Kwoze  

ଯେପରି ଜ୍ଞାନବାନ ଲୋକ (ତାହା) ଶୁଣି ପାଣ୍ଡିତ୍ୟରେ ବୃଦ୍ଧି ପାଇବ ଏବଂ ବୁଦ୍ଧିମାନ ଲୋକ ହିତଜନକ ପରାମର୍ଶ ପ୍ରାପ୍ତ ହେବ;


ଈଶ୍ବରଙ୍କ ପୁତ୍ରଙ୍କ ନାମରେ ବିଶ୍ୱାସ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଯେପରି ଜାଣ ଯେ, ତୁମ୍ଭେମାନେ ଅନନ୍ତ ଜୀବନ ପାଇଅଛ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କ ନିକଟକୁ ଏହି ସମସ୍ତ ଲେଖିଲି।


ସୁବର୍ଣ୍ଣ କର୍ଣ୍ଣକୁଣ୍ଡଳ ଓ ଶୁଦ୍ଧ ସୁବର୍ଣ୍ଣର ଅଳଙ୍କାର ଯେପରି, ମନୋଯୋଗକାରୀ କର୍ଣ୍ଣ ପ୍ରତି ଜ୍ଞାନବାନ ଭର୍ତ୍ସନାକାରୀ ସେପରି।


ପୁଣି, ଆମ୍ଭେମାନେ ଜ୍ଞାତ ହେଉ, ସଦାପ୍ରଭୁଙ୍କୁ ଜାଣିବା ନିମନ୍ତେ ତାହାଙ୍କ ପଶ୍ଚାତ୍‍ଗମନ କରୁ; ତାହାଙ୍କର ଉଦୟ ପ୍ରତ୍ୟୁଷ ତୁଲ୍ୟ ନିଶ୍ଚିତ; ଆଉ ସେ ଆମ୍ଭମାନଙ୍କ ନିକଟକୁ ବୃଷ୍ଟି ତୁଲ୍ୟ, ଭୂମି-ସେଚନକାରୀ ଶେଷ ବୃଷ୍ଟି ତୁଲ୍ୟ ଆସିବେ।”


ବରଂ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଜ୍ଞାନରେ ବୃଦ୍ଧି ପାଅ। ବର୍ତ୍ତମାନ ଓ ଅନନ୍ତକାଳ ପର୍ଯ୍ୟନ୍ତ ଗୌରବ ତାହାଙ୍କର, ଆମେନ୍‍।


ଜ୍ଞାନୀମାନେ ବିଦ୍ୟା ସଞ୍ଚୟ କରନ୍ତି, ମାତ୍ର ଅଜ୍ଞାନର ମୁଖ ଉପସ୍ଥିତ ବିନାଶ ସ୍ୱରୂପ।


Swiv nou:

Piblisite


Piblisite