Biblia Todo Logo
Bib sou entènèt

- Piblisite -




ଗୀତସଂହିତା 1:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏହେତୁ ଦୁଷ୍ଟମାନେ ବିଚାର ସ୍ଥାନରେ, ଅବା ପାପୀମାନେ ଧାର୍ମିକମାନଙ୍କ ମଣ୍ଡଳୀରେ ଠିଆ ହେବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଏହେତୁ ଦୁଷ୍ଟମାନେ ବିଚାର-ସ୍ଥାନରେ, ଅବା ପାପୀମାନେ ଧାର୍ମିକମାନଙ୍କ ମଣ୍ତଳୀରେ ଠିଆ ହେବେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

5 ଏହେତୁ ଦୁଷ୍ଟମାନେ ବିଚାର ସ୍ଥାନରେ, ଅବା ପାପୀମାନେ ଧାର୍ମିକମାନଙ୍କ ମଣ୍ଡଳୀରେ ଠିଆ ହେବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

5 ଯଦି ଧାର୍ମିକ ବ୍ୟକ୍ତିମାନେ ଏକତ୍ରିତ ହୋଇ କୌଣସି ମକଦ୍ଦମା ଫଇସଲା କରିବାକୁ ଯିବେ, ତାହାହେଲେ ଦୁଷ୍ଟ ଲୋକମାନେ ସହଜରେ ଦୋଷୀ ସାବ୍ୟସ୍ତ ହୋଇଯିବେ। ସେହି ପାପୀମାନେ କେବେହେଲେ ନିରପରାଧୀ ବୋଲି ପ୍ରମାଣିତ ହୋଇ ପାରିବେ ନାହିଁ।

Gade chapit la Kopi




ଗୀତସଂହିତା 1:5
12 Referans Kwoze  

ଅହଙ୍କାରୀ ତୁମ୍ଭ ସାକ୍ଷାତରେ ଠିଆ ହେବ ନାହିଁ; ତୁମ୍ଭେ ସମସ୍ତ ଅଧର୍ମାଚାରୀଙ୍କୁ ଘୃଣା କରୁଅଛ।


ଆଉ, ଏମାନେ ଅନନ୍ତ ଶାସ୍ତି, କିନ୍ତୁ ଧାର୍ମିକମାନେ ଅନନ୍ତ ଜୀବନ ଭୋଗ କରିବାକୁ ଯିବେ।”


ସେତେବେଳେ ତୁମ୍ଭେମାନେ, ଧାର୍ମିକ ଓ ଦୁଷ୍ଟ, ଯେ ପରମେଶ୍ୱରଙ୍କ ସେବା କରେ ଓ ଯେ ତାହାଙ୍କର ସେବା ନ କରେ, ସେମାନଙ୍କ ମଧ୍ୟରେ ପ୍ରଭେଦ ଦେଖିବ।


ତାହା ପରେ ସେ ବାମ ପାର୍ଶ୍ୱସ୍ଥ ଲୋକଙ୍କୁ ମଧ୍ୟ କହିବେ, ରେ ଶାପଗ୍ରସ୍ତମାନେ, ମୋ ସମ୍ମୁଖରୁ ଦୂର ହୋଇ ଶୟତାନ ଓ ତାହାର ଦୂତମାନଙ୍କ ନିମନ୍ତେ ପ୍ରସ୍ତୁତ କରାଯାଇଥିବା ଅନନ୍ତ ଅଗ୍ନି ମଧ୍ୟକୁ ଚାଲିଯାଅ,


କିନ୍ତୁ ତୁମ୍ଭେମାନେ ଯେପରି ଏହି ସମସ୍ତ ଆଗାମୀ ଘଟଣାରୁ ରକ୍ଷା ପାଇବାକୁ ଓ ମନୁଷ୍ୟପୁତ୍ରଙ୍କ ସମ୍ମୁଖରେ ଠିଆ ହେବାକୁ ସମର୍ଥ ହୁଅ, ଏନିମନ୍ତେ ସର୍ବଦା ପ୍ରାର୍ଥନା କରି ଜାଗି ରୁହ।”


ପୁଣି, ତାହାଙ୍କ ଛାମୁରେ ସମସ୍ତ ଜାତି ଏକତ୍ର କରାଯିବେ, ଆଉ ମେଷପାଳକ ଛାଗଠାରୁ ମେଷ ପୃଥକ୍ କରି,


ଯୁଗାନ୍ତ ସମୟରେ ସେହିପରି ଘଟିବ; ଦୂତମାନେ ବାହାରି ଆସି ଧାର୍ମିକମାନଙ୍କ ମଧ୍ୟରୁ ଦୁଷ୍ଟମାନଙ୍କୁ ପୃଥକ୍ କରିବେ,


ଦେଖ, ପ୍ରଭୁ ସମସ୍ତଙ୍କର ବିଚାର କରିବା ନିମନ୍ତେ, ପୁଣି, ଅଧାର୍ମିକ ଲୋକ ସମସ୍ତେ ନିଜ ନିଜ ଅଧାର୍ମିକତାରେ ଯେଉଁସବୁ ଅଧର୍ମ କର୍ମ କରିଅଛନ୍ତି ଓ ଅଧାର୍ମିକ ପାପୀମାନେ ତାହାଙ୍କ ବିରୁଦ୍ଧରେ ଯେଉଁସବୁ କଟୁ କଥା କହିଅଛନ୍ତି, ସେ ସମସ୍ତ ବିଷୟରେ ସେମାନଙ୍କୁ ଦୋଷୀ କରି ଦଣ୍ଡ ଦେବା ନିମନ୍ତେ ଆପଣା ଅୟୁତ ଅୟୁତ ସାଧୁଙ୍କ ସହିତ ଆସୁଅଛନ୍ତି।


ପାପୀମାନଙ୍କ ସଙ୍ଗେ ମୋʼ ପ୍ରାଣକୁ କିଅବା ରକ୍ତପାତକାରୀ ମନୁଷ୍ୟମାନଙ୍କ ସଙ୍ଗେ ମୋʼ ଜୀବନକୁ ସଂଗ୍ରହ କର ନାହିଁ।


ସଦାପ୍ରଭୁ ଆପଣାର ପରିଚୟ ଦେଇଅଛନ୍ତି, ସେ ବିଚାର ସାଧନ କରିଅଛନ୍ତି; ଦୁଷ୍ଟ ନିଜ ହସ୍ତର କର୍ମପାଶରେ ବଦ୍ଧ ହୋଇଅଛି। [ହିଗାୟୋନ୍‍, ସେଲା]


କିଏ ସଦାପ୍ରଭୁଙ୍କ ପର୍ବତରେ ଆରୋହଣ କରିବ? ଓ କିଏ ତାହାଙ୍କ ପବିତ୍ର ସ୍ଥାନରେ ଠିଆ ହେବ?


Swiv nou:

Piblisite


Piblisite